Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦେଶୀ ମଦ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
May 2, 2021
in Crime, State
ବିଦେଶୀ ମଦ ଜବତ, ଜଣେ ଗିରଫ
384
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ଘରେ ଗଛିତ ହୋଇ ରହିଥିଲା ପେଟି ପେଟି ବିଦେଶୀ ମଦ । ଖବର ପାଇ ପୁଲିସ ଚଢ଼ାଉ କରି ଜବତ କରିଛି ବିଦେଶୀ ମଦ । ଘରୁ ୨୭୭ ଲିଟର ବିଦେଶୀ ମଦ ପୋଲିସ ଜବତ କରିଛି । ରାୟଗଡା ଜିଲ୍ଲା ବିଷମକଟକ ପୁଲିସ ଦ୍ୱାରା ଦୁର୍ଗୀ ଗାଁରୁ ଜବତ ହୋଇଛି । ସୂଚନାନୁସାରେ, ଦୁର୍ଗୀ ଗାଁରେ ବିଦେଶୀ ମଦ ଚୋରାରେ ବ୍ୟବସାୟ ହେଉଥିବା ନେଇ ବିଶେଷ ସୁତ୍ରରୁ ପୁଲିସ ଖବର ପାଇ ପୁଲିସ ଚଢ଼ାଉ କରିଥିଲା । ଏହି ଚଢ଼ାଉରେ ଅଭିଯୁକ୍ତଙ୍କ ଘରେ ବେଆଇନ ଭାବେ ରଖାଯାଇଥିବା ବିଦେଶୀ ମଦ ଜବତ ହୋଇଛି । ଏହାସହ ମଦରେ ମିଶାଇବା ପାଇଁ ବ୍ୟବହୃତ ସ୍ପିରିଟ, କିଛି ଖାଲି ବୋତଲ ଓ ନାମିଦାମି କମ୍ପାନୀର ପ୍ରେିଣ୍ଟେଡ କ୍ୟାପ ମଧ୍ୟ ଜବତ କରାଯାଇଛି । ଲୋକଙ୍କୁ ଏହି ସ୍ପିରିଟ ମିଶାଇ ମଦ ବିକ୍ରି କରାଯାଇଥାଆନ୍ତା ବୋଲି ସୂଚନା ରହିଛି । ଜବତ ବିଦେଶୀ ମଦର ମୁଲ୍ୟ ପ୍ରାୟ ୩ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଘଟଣାରେ ପୁଲିସ ତଦନ୍ତ ଜାରି ରଖିଥିବା ବେଳେ ରାୟଗଡ଼ା ଏସପି ପ୍ରେସ ବିବୃତି ମାଧ୍ୟମରେ ଏହି ସୁଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!