Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅରୁଣାଚଳ ପ୍ରଦେଶ ରୁ ସୁନ୍ଦରଗଡ଼ ମଦ ଚାଲାଣ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
June 19, 2021
in Crime, State
ଅରୁଣାଚଳ ପ୍ରଦେଶ ରୁ ସୁନ୍ଦରଗଡ଼ ମଦ ଚାଲାଣ, ୪ ଗିରଫ
91
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ବିପୁଳ ପରିମାଣର ବିଦେଶୀ ମଦ ଜବତ । ରାଉରକେଲା ଅବକାରୀ ବିଭାଗ ସହ ରାଉରକେଲା ପୋଲିସ ମିଳିତ ଭାବେ ଚଢଉ କରି ଚାନ୍ଦିପୋଷ ଥାନା ତାମାଢ଼ା ଅଞ୍ଚଚଳରୁ ୧୯୦ ପେଟି ବିଦେଶୀ ଚୋରା ମଦ ଜବତ କରିଛି । ଜବତ ମଦର ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଏହି ସବୁ ମଦ ଅରୁଣାଚଳ ପ୍ରଦେଶରେ ବିକ୍ରି ପାଇଁ ପ୍ରଯୁଜ୍ୟ ଥିବା ବେଳେ ଓଡ଼ିଶାରେ ବିକ୍ରି କରାଯିବା ପ୍ରଯୁଜ୍ୟ ନୁହେଁ ବୋଲି ସୂଚନା ମିଳିଛି । ଲକଡାଉନ୍ ସମୟରେ ଚୋରା ବେପାରୀ ଅରୁଣାଚଳ ପ୍ରଦେଶରୁ ଆଣି ସୁନ୍ଦରଗଡ଼ର ବିଭିନ ଅଂଚଳରେ ଚୋରାରେ ବିକ୍ରି କରୁଛନ୍ତି। ଯାହା ଫଳରେ ଓଡ଼ିଶାର ରାଜସ୍ୱ ହାନି ହେଉଛି । ଏହି ମାମଲାରେ ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!