Thursday, July 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଗରୁ ବନ୍ଦ ପଛରୁ ଖୋଲା, ମଦ ଦୋକାନ ସିଲ

by ସଞ୍ଜୟ ସ୍ୱାଇଁ
May 21, 2021
in Crime, State
ଆଗରୁ ବନ୍ଦ ପଛରୁ ଖୋଲା, ମଦ ଦୋକାନ ସିଲ
268
VIEWS
Share on FacebookShare on Twitter

ବ୍ରହ୍ମପୁର (ବାଘୁଆବାର୍ତ୍ତା): କରୋନା ସଂକ୍ରମଣ ଉପରେ ରୋକ ଲଗାଇବାକୁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରାଶସନ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏସବୁ ଭିତରେ ମଦ ଦୋକାନ ଉପରେ ମଧ୍ୟ କଟକଣା ଲଗାଇଛନ୍ତି । ଦୋକାନ କାଉଣ୍ଟରରୁ ମଦ ବିକ୍ରି ଉପରେ କଟକଣା ଜାରି କରିଛନ୍ତି । ହୋମ ଡେଲିଭେରୀକୁ ଅନୁମତି ମିଳିଛି । ହେଲେ ବ୍ରହ୍ମପୁରରେ ଏହି ନିୟମକୁ ଉଲଂଘନ କରିଥିବା ଚିତ୍ର ଦେଖିବାକୁ ମିଳିଛି । ଏକ ବିଦେଶୀ ମଦ ଦୋକାନରେ ଲୋକଙ୍କ ଗହଳି ଲାଗିଛି । ଦୋକାନର ପଛପଟ ଫାଟକରେ ଗହଳି ଲାଗିଥିବା ଦୃଶ୍ୟ ଦେଖିବାକୁ ମିଳିଛି । ବ୍ରହ୍ମପୁର ପୁରୁଣା ବସଷ୍ଟାଣ୍ଡ ନିକଟରେ ଥିବା ଏକ ମଦ ଦୋକାନରେ ଏଭଳି ଦୃଶ୍ୟ ଦେଖିବାକୁ ମଳିଛି । ବିଭାଗୀୟ କର୍ତ୍ତୁପକ୍ଷ ଶୋଇଥିବା ବେଳେ ଜିଲ୍ଲା ପ୍ରଶାସନ ପହଞ୍ଚି ଦୋକାନକୁ ସିଲ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!