Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଗୁନିଆ ଆଇଆଇସିଙ୍କ ସହ ଛଅ ପୁଲିସ କର୍ମଚାରୀଙ୍କୁ ବଦଳୀ, ମଦ ଓ ବାଣ ଚାଲାଣ ଘଟଣାରେ ଥିଲେ ବିବାଦୀୟ

by ସଞ୍ଜୟ ସ୍ୱାଇଁ
October 16, 2023
in Crime, State
ମଧ୍ୟସ୍ଥି ହେବା ପଡିଲା ମହଙ୍ଗା
198
VIEWS
Share on FacebookShare on Twitter

ବେଗୁନିଆ, (ବାଘୁଆବାର୍ତ୍ତା): ବଦଳିଲେ ବେଗୁନିଆ ଥାନା ଆଇଆଇସି । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଆଇଆଇସି ବିଶ୍ବଜିତ ରାଉତରାୟଙ୍କୁ ବଦଳି କରାଯାଇଛି । ଆଇଆଇସିଙ୍କୁ ଖୋର୍ଦ୍ଧା ଏସ୍‌ପି ପୋଲିସ ହେଡ୍‌କ୍ବାର୍ଟରକୁ ବଦଳି କରିଛନ୍ତି । ତେବେ ବେଗୁନିଆ ଥାନାରେ ଥିବା ଜବତ ବାଣ ଓ ମଦ ଚାଲାଣ ଘଟଣାରେ ବିବାଦୀୟ ଥିଲେ ଆଇଆଇସି ବିଶ୍ବଜିତ ରାଉତରାୟ । ଆଇଆଇସିଙ୍କ ସହ ଅନ୍ୟ ୬ ପୋଲିସ କର୍ମଚାରୀଙ୍କୁ ମଧ୍ୟ ଅଦଳବଦଳ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!