Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ସ୍ତରୀୟ ଦୟାନିଧି ସାହୁ ଓ ସୁନିଲ ବେହେରା ମେମୋରିଆଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ,ଭୂବନେଶ୍ବର ସେମିରେ

by ସଞ୍ଜୟ ସ୍ୱାଇଁ
December 23, 2024
in Nayagarh, Sports, State
ରାଜ୍ୟ ସ୍ତରୀୟ ଦୟାନିଧି ସାହୁ ଓ ସୁନିଲ ବେହେରା ମେମୋରିଆଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ,ଭୂବନେଶ୍ବର ସେମିରେ
167
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗଣିଆ ବ୍ଳକ ବେଲପଡାପାଟଣା ହାଇସ୍କୁଲ ପଡିଆରେ ରଘୁନାଥ ଜୀଉ କ୍ଳବ୍ ଆନୁକୁଲ୍ୟରେ ରାଜ୍ୟ ସ୍ତରୀୟ ଦୟାନିଧି ସାହୁ ଓ ସୁନିଲ ବେହେରା ମେମୋରିଆଲ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଆଜିର ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଅତିଥି ଭାବେ ବେଲପଡାପାଟଣା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାହୁ ଯୋଗ ଦେଇ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ । ଆଜିର ପ୍ରଥମ ଦିବସରେ ପରସ୍ପରକୁ ଭେଟିଥିଲେ ଭୂବନେଶ୍ବର ଏବଂ ଢେ଼ଙ୍କାନାଳ । ଭୁବନେଶ୍ଵର ଦଳ ଟସ୍ ଜିତି ପ୍ରଥମେ ଫିଲଡି° କରିଥିଲେ ।

ଢେଙ୍କାନାଳ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୮ ଓଭରରେ ୯ ଉଇକେଟ ହରାଇ ୧୮୨ ରନ୍ ସଂଗ୍ରହ କରିଥିଲେ । ଜବାବରେ ଭୂବନେଶ୍ବର ଦଳ ୧୭ ଓଭରରେ ୫ ଉଇକେଟ ହରାଇ ଆବଶ୍ୟକୀୟ ରନ୍ ସଂଗ୍ରହ କରି ବିଜୟ ଲାଭ କରିଥିଲେ । ଫଳରେ ଭୂବନେଶ୍ବର ପ୍ରଥମ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି । ଆଜିର ମ୍ୟାଚରେ ଭୂବନେଶ୍ବର ଦଳର ସୈାରଭ ବ୍ୟାଟିଂରେ ନିଜର ପ୍ରଥମ ଅର୍ଦ୍ଧଶତକ ହାସଲ କରିଥିବାରୁ ତାଙ୍କୁ ମ୍ୟାନ ଅଫ୍ ଦି ମ୍ୟାଚ ପୁରସ୍କାର ଦିଆଯାଇଥିଲା। ଆଜିର ଏହି ମ୍ୟାଚ୍ ପରିଚାଳନା କରିଥିଲେ ସମୀର କୁମାର ମହାପାତ୍ର ଏବଂ ତ୍ରିଲୋଚନ ବସ୍ତି । ଆସନ୍ତାକାଲିର ଦ୍ବିତୀୟ ମ୍ୟାଚରେ ପରସ୍ପରକୁ ଭେଟିବେ ଆୟୋଜକ ବେଲପଡାପାଟଣା ବନାମ କଟକ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!