Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡଗାଁ ବିଇଓଙ୍କୁ ବିଦାୟ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
June 2, 2021
in Feature News
ଓଡଗାଁ ବିଇଓଙ୍କୁ ବିଦାୟ ସମ୍ବର୍ଦ୍ଧନା
891
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଓଡ଼ଗାଁ ମଣ୍ଡଳ ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ ପଦୋନ୍ନତି ପାଇ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ମଣ୍ଡଳ ଶିକ୍ଷା କାର୍ୟ୍ୟାଳୟ ଓଡଗାଁଠାରେ ଡଃ ନାୟକଙ୍କୁ ମଣ୍ଡଳ ଶିକ୍ଷା କାର୍ୟ୍ୟାଳୟ ଓଡଗାଁର ସମସ୍ତ କର୍ମଚାରୀ ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନଙ୍କ ତରଫରୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆ ଯାଇଛି। ଉକ୍ତ ସଭାରେ ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ଭାଗ୍ୟଲତା ଦାଶ, ବନବିହାରୀ ପାତ୍ର, ମୁଖ୍ୟ କିରାଣୀ ହାଡୁବନ୍ଧୁ ନାୟକ ଓ ସରକାରୀ ପ୍ରାଥମିକ ବିଦ୍ୟାଳୟ ଓଡଗାଁର ପ୍ରଧାନଶିକ୍ଷୟିତ୍ରୀ ସଂଯୁକ୍ତା ଦେଈ ମଞ୍ଚାସୀନ ଥିଲେ। ବ୍ଳକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଭକ୍ତରଞ୍ଜନ ମିଶ୍ର, ଏନପିଏସର ସଭାପତି ନରେଶ ପାଣିଗ୍ରାହୀ, ଏକ୍ସ କ୍ୟାଡରର ସଭାପତି ଜୟକୃଷ୍ଣ ପ୍ରଧାନ, ସିଆରସିସି ରବିନ୍ଦ୍ର କୁମାର ଘଡେଇ, ତ୍ରିଲୋଚନ ସାମନ୍ତରାୟ, ଶୁଭେନ୍ଦୁ ଷଡ଼ଙ୍ଗୀ, ଦେବାଶିଷ ଦାଶ, ଚିତ୍ତରଞ୍ଜନ ମିଶ୍ର ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!