Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭବାନୀପାଟଣା ବସଷ୍ଟାଣ୍ଡରେ ସଫେଇ ସହ ମାସ୍କ ବାଣ୍ଟିଲେ ବିଜୁ ଛାତ୍ର ଜନତା ଦଳ

by ସଞ୍ଜୟ ସ୍ୱାଇଁ
October 10, 2021
in State
ଭବାନୀପାଟଣା ବସଷ୍ଟାଣ୍ଡରେ ସଫେଇ ସହ ମାସ୍କ ବାଣ୍ଟିଲେ ବିଜୁ ଛାତ୍ର ଜନତା ଦଳ
23
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ୨ ମାସେ ଧରି ହେବାକୁ ଥିବା ସାମାଜିକ ସେବା କାର୍ୟ୍ୟକ୍ରମର ନବମ ଦିବସରେ କଳାହାଣ୍ଡି ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଭବାନୀପାଟଣା ବସଷ୍ଟାଣ୍ଡ ପରିସରରେ ସଫେଇ ଓ ମାସ୍କ ବଣ୍ଟନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଛାତ୍ର ବିଜେଡି କାର୍ୟ୍ୟକାରୀ ସଭାପତି ଅବିନାଶ ଠାକୁରଙ୍କ ନେତୃତ୍ୱରେ ହୋଇଥିବା ଏହି ସାମାଜିକ ସେବା କାର୍ୟ୍ୟକ୍ରମରେ ମାନ୍ୟବର ଧର୍ମଗଡ଼ ବିଧାୟକ ଶ୍ରୀ ମହୋଷଧି ବାଗ, ପୂର୍ବତନ ବିଧାୟକ ଶ୍ରୀ ଦୁଷ୍ମନ୍ତ ନାଏକ, ଜିଲ୍ଲା ବିଜେଡି ସାଧାରଣ ସମ୍ପାଦକ ଶ୍ରୀ ଭବାନୀ ଶଙ୍କର ମିଶ୍ର, ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ବରିଷ୍ଠ ଉପସଭାପତି ପ୍ରଦୀପ ମୁଣ୍ଡ, ଜିତେନ୍ଦ୍ର ମହାନ୍ତି, ଚିତରଞ୍ଜନ ମଣ୍ଡଳ, ଟାଉନ ସଭାପତି ଧବଳେଶ୍ବର ମହାପାତ୍ର, ରାଜ୍ୟ ଯୁବ ବିଜେଡି ଉପସଭାପତି ମଣ୍ଟୁ ନାଏକ, ଜିଲ୍ଲା ମହିଳା ସଭାନେତ୍ରୀ ଶ୍ରୀମତୀ ଲଳିତା ନାଏକ, ରାଜ୍ୟ ଛାତ୍ର ବିଜେଡି ସାଧାରଣ ସମ୍ପାଦକ ଅଭିଷେକ ମହାପାତ୍ର , ଯୁବ ଯୋନ ସଭାପତି ମନିନ୍ଦ୍ର ମହାନ୍ତି, ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ନିଆଲ, ରାଜ୍ୟ ସମ୍ପାଦିକା ସବିତା ପ୍ରଧାନ, ସମିତା ନାୟକ, ଟାଉନ କାର୍ୟ୍ୟକାରୀ ସଭାପତି ପ୍ରଦୀପ ଦାସ, ଅଶେଶ୍ବର ବାଗ, ହରଜିନ୍ଦର ସିଂହ, ପ୍ରାକ୍ତନ ଅଧ୍ୟାପକ ଅଜୟ ମିଶ୍ର, ମୁନା ଖମାରୀ, ଯୁବ ସମ୍ପାଦକ ରବି ପଟ୍ଟନାୟକ, ଛାତ୍ର ଟାଉନ ସଭାପତି କାମାକ୍ଷ ପ୍ରସାଦ ସିଂହଦେଓ, ଜିଲ୍ଲା ଡିଜିଟାଲ ସେକ୍ରେଟାରୀ ସତ୍ୟବ୍ରତ ଦାସ, ଜିଲ୍ଲା ଛାତ୍ର ବିଜେଡି ସାଧାରଣ ସମ୍ପାଦକ ଜିତେନ୍ଦ୍ର ବେହେରା, ଏସସି ସେଲ ସଭାପତି ପ୍ରଶାନ୍ତ ନାଏକ, ସାମନ୍ତ ଖମାରୀ, ଅବଦୁଲ୍ କାଦିର, ମଧୁ ନାଗ, ଚକ୍ର ସେଠି, ସୁତପା ବହିଦାର, ରାଜିବ ଶତପଥୀ, ଜିଲ୍ଲା ଯୁବ ବିଜେଡି ସମ୍ପାଦକ ଅମିତ ଯାଦବ, ଛାତ୍ର ନେତା ଶୁଭ୍ରାଂଶୁ ଶେଖର ସା, ଉତ୍ତମ ମେହେର ପ୍ରମୁଖ ଯୋଗଦେଇ ଶ୍ରମଦାନ କରିଥିଲେ । ଏହି କାର୍ୟ୍ୟକ୍ରମରେ ଘରୋଇ ବସ ସଂଘର କର୍ୟ୍ୟକର୍ତ୍ତା ଏବଂ ଭବାନୀପାଟଣା ପୌରପରିଷଦ ର କର୍ମଚାରୀ ସହଯୋଗ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!