Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳାକନା ବୁଲାଇଦେଲେ ଭଡ଼ାଟିଆ

by ସଞ୍ଜୟ ସ୍ୱାଇଁ
January 10, 2025
in Crime, State
କଳାକନା ବୁଲାଇଦେଲେ ଭଡ଼ାଟିଆ
142
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଘର ମାଲିକାଣୀ ନଥିବା ବେଳେ କଳାକନା ବୁଲାଇଦେଲେ ଭଡ଼ାଟିଆ। ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଗହଣା ଓ ଅନ୍ୟାନ୍ୟ ସାମଗ୍ରୀ କଲେ ଚୋରି। ଭଦ୍ରକ ସହରାଞ୍ଚଳ ଥାନା ଅଧୀନ କୁଆଂସ ଅଞ୍ଚଳର କଲ୍ୟାଣୀ ସାହୁଙ୍କ ଘରୁ ଚୋରି ହୋଇଛି। ତଲାସି ବେଳେ ଭଡାଟିଆଙ୍କ ଘରୁ ଚୋରି ଜିନିଷ ଉଦ୍ଧାର ହୋଇଥିଲେ ବି ପୋଲିସ କାର୍ଯ୍ୟାନୁଷ୍ଠାନ ନେଉନି। ଯାହାଫଳରେ ଘର ମାଲିକାଣୀ ଏସ୍ପିଙ୍କ ଦ୍ଵାରସ୍ଥ ହୋଇଛନ୍ତି। ସୂଚନାନୁଯାୟୀ, ଭଦ୍ରକ ସହରାଞ୍ଚଳ ଥାନା ଅଧୀନ କୁଆଂସ ଅଞ୍ଚଳର କଲ୍ୟାଣୀ ସାହୁ ଘରେ ନଥିବା ବେଳେ ତାଙ୍କ ଘରୁ ନଗଦ ଟଙ୍କା ଓ ସୁନା ଚୋରି ହୋଇଥିଲା। ସହରାଞ୍ଚଳ ଥାନାରେ ଅଭିଯୋଗ ପରେ ପୋଲିସ ସନ୍ଦେହରେ ଭଡ଼ାରେ ରହୁଥିବା ଦୁଇ ଜଣଙ୍କୁ ପଚରାଉଚରା କରିଥିଲେ। ପରେ ଯାଞ୍ଚ ବେଳେ ଭଡାଟିଆଙ୍କ ଘରୁ କିଛି ଚୋରି ଜିନିଷ ଜବତ ହୋଇଥିଲା। ତେବେ ଚୋରି ଜିନିଷ ମିଳିବା ସତ୍ତ୍ଵେ ପୋଲିସ ଭଡାଟିଆଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଉନି। ଯାହାଫଳରେ ଘର ମାଲିକାଣୀ କାର୍ଯ୍ୟାନୁଷ୍ଠାନ ଦାବିରେ ଏସପିଙ୍କ ଦ୍ଵାରସ୍ଥ ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!