Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ଆଶ୍ରୟସ୍ଥଳୀରେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
May 20, 2021
in Breaking, State
ବାତ୍ୟା ଆଶ୍ରୟସ୍ଥଳୀରେ ଜିଲ୍ଲାପାଳ
167
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ବାତ୍ୟା ଆଶ୍ରୟସ୍ଥଳରେ ଜିଲ୍ଲାପାଳ ପହଞ୍ଚି ସ୍ଥିତି ପରଖିଛନ୍ତି । ସୂଚନାନୁସାରେ, ଆସନ୍ତା ୨୨ତାରିଖରୁ ବାତ୍ୟା ୟଶ ଆସୁଛି । ବାତ୍ୟା ୟଶକୁ ଦୃଷ୍ଟିରେ ରଖି ସମୁଦ୍ର ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି । କମିଶନରଙ୍କ ନିର୍ଦ୍ଦେଶକୁ ପାଳନ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଭଦ୍ରକ ଜିଲ୍ଲାପାଳ । ଭଦ୍ରକ ଜିଲ୍ଲାପାଳ ଡ଼ ଜ୍ଞାନ ଦାସ ବାସୁଦେବପୁର ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ହଠାତ୍ ପହଞ୍ଚି ଭିତ୍ତିଭୂମିର ସ୍ଥିତି ପରଖିଛନ୍ତି । ତତସହିତ ଆସନ୍ତା ବାତ୍ୟା ୟଶ ପାଈଁ ପ୍ରସ୍ତୁତ ରହିବା ପାଇଁ ବାତ୍ୟା ଆଶ୍ରୟସ୍ଥଳୀରେ କଣ କଣ ଆବଶ୍ୟକତା ରହିଛି ସେ ବିଷୟରେ ବାତ୍ୟା ଆଶ୍ରୟସ୍ଥଳୀର ପରିଚାଳନା କମିଟି ସହ ଆଲୋଚନା କରିଛନ୍ତି ଭଦ୍ରକ ଜିଲ୍ଲାପାଳ ଡ଼ ଜ୍ଞାନ ଦାସ । ଏହି ଗସ୍ତ ସମୟରେ ବାସୁଦେବପୁର ତହସିଲଦାର ଓ ବିଡ଼ିଓ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!