Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଦ୍ରକରେ ପୁଣି ଜବରଦଖଲ ଆରମ୍ଭ, ବରିଷ୍ଠ ପ୍ରଶାସନିକ ଅଫିସର ନିୟୋଜିତ

by ସଞ୍ଜୟ ସ୍ୱାଇଁ
May 13, 2025
in State
ଭଦ୍ରକରେ ପୁଣି ଜବରଦଖଲ ଆରମ୍ଭ, ବରିଷ୍ଠ ପ୍ରଶାସନିକ ଅଫିସର ନିୟୋଜିତ
39
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): କିଛି ଦିନର ବ୍ୟବଧାନ ପରେ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ । ଏଥର ଦୋକାନ ସହ ଘର ମଧ୍ୟ ଉଚ୍ଛେଦ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଭଦ୍ରକ ସହରରେ ଉଚ୍ଛେଦ ପରେ କିଛି ପାଇଁ ସ୍ଥଗିତ ରହିଥିଲା । ଏବେ ପୁଣି ଚରମ୍ପା ଠାରୁ ସାବରଙ୍ଗ ରାସ୍ତାରର ୭ କିମି ୨ ଶହ ମିଟର ଯାଏଁ ଉଭୟ ପଟର ସରକାରୀ ଜମି ଜବରଦଖଲ ଉଚ୍ଛେଦ ହୋଇଛି । ସେହିପରି ସମାନ ଭାବେ ପଥରଆଡି ଓ ରାସ୍ତା କଡ଼ ନାଳ ମଧ୍ୟ ଖୋଳାଯାଇଛି । ଭଦ୍ରକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା ତହସିଲଦାର ରଶ୍ମିରଞ୍ଜନ ମଲ୍ଲିକ, ରେଭେନ୍ୟୁ ସୁପର ଭାଇଜର ଜ୍ୟୋତିରଞ୍ଜନ ପଣ୍ଡା, ପୌରପାଳିକା କାର୍ଯ୍ୟନିର୍ବାହୀ , ରାଜସ୍ୱ ନିରୀକ୍ଷଣଙ୍କ ଉପସ୍ଥିତିରେ ଉଚ୍ଛେଦ ଆରମ୍ଭ ହୋଇଛି । ସ୍ଥାନୀୟ ଲୋକ ସହଯୋଗ କରୁଥିବା ବେଳେ ଅନେକ ଜବରଦଖଲ ପୂର୍ବରୁ ନିଜ ଘର ଖାଲି କରିବା ଆରମ୍ଭ କରିଛନ୍ତି । ଉଚ୍ଛେଦର ତିନି ଦିନ ପୂର୍ବରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଜବରଦଖଲକାରୀଙ୍କ ସୂଚନା ଦିଆଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!