Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେବସ୍ନାନ ପୂର୍ଣ୍ଣିମାରେ ଭଜନ ସମାରୋହ

by ସଞ୍ଜୟ ସ୍ୱାଇଁ
May 29, 2025
in Nayagarh, State
ଦେବସ୍ନାନ ପୂର୍ଣ୍ଣିମାରେ ଭଜନ ସମାରୋହ
9
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନବକଳେବର ରଥ ଚକ ସ୍ଥାପନ କମିଟି ଏବଂ ସଙ୍ଗୀତଧାରା ମିଳିତ ଆନୁକୂଲ୍ୟରେ ଚଳିତ ଜୁନ ୧୧ ତାରିଖରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ସ୍ଥାନୀୟ ମହର୍ଷି ବିଦ୍ୟାମନ୍ଦିର ଖେଳ ପଡିଆରେ ଆଜି ଆୟୋଜିତ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ରଥ ଚକ ସ୍ଥାପନ କମିଟି ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,ଲକ୍ଷ୍ମୀଧର ମହାପାତ୍ର, ପ୍ରଶାନ୍ତ କୁମାର ପଟ୍ଟନାୟକ, ଲକ୍ଷ୍ମୀଧର ସାହୁ, ଗୋପୀନାଥ ସେଠି, ଏବଂ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସ୍ଥାନୀୟ କଣ୍ଠଶିଳ୍ପୀ ଏବଂ ସଙ୍ଗୀତ ଧରା ବିଜୟୀ ପ୍ରତିଯୋଗୀ ମାନେ ଏହି ଭଜନ ପରିବେଷଣ କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!