Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଣ୍ଡ ପୂଜକଙ୍କ ପାପ କର୍ମ, ମହିଳାଙ୍କୁ ଅସଦାଚରଣ, ଥାନାରେ ମାମଲା

by ସଞ୍ଜୟ ସ୍ୱାଇଁ
May 26, 2023
in Crime, State
ଭଣ୍ଡ ପୂଜକଙ୍କ ପାପ କର୍ମ, ମହିଳାଙ୍କୁ ଅସଦାଚରଣ, ଥାନାରେ ମାମଲା
163
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ପୂଜକଙ୍କ ପାପକର୍ମ । ଗ୍ରହ ରିଷ୍ଟ ଖଣ୍ଡନ ନାଁରେ ମହିଳାଙ୍କୁ ଅସଦାଚରଣ । ପୂଜକଙ୍କ ନାଁରେ ମହିଳା ଆଣିଲେ ସଙ୍ଗୀନ ଅଭିଯୋଗ । ଜଗତସିଂହପୁର ଜିଲ୍ଲାର ମା’ ସାରଳାଙ୍କ ମନ୍ଦିର ପୂଜକ ସମରେନ୍ଦ୍ର ରାଉଳଙ୍କ ନାଁରେ ଅସଦାଚରଣ ଅଭିଯୋଗ ହୋଇଛି । ରିଷ୍ଟ ଖଣ୍ଡନ ପାଇଁ ଜଗତସିଂହପୁର ଥାନା କାଂଶ ଗାଁର ସଂପୃକ୍ତ ମହିଳାଙ୍କ ଘରକୁ ଯାଇଥିଲେ ପୂଜକ । ପୂଜାରେ ସମସ୍ତ ଘର ଲୋକଙ୍କୁ ପୂଜକ ବାହାରକୁ ବାହାର କରି କେବଳ ମହିଳାଙ୍କୁ ବସିବା ପାଇଁ କହିଥିଲେ । ପୂଜା କରିବା ସମୟରେ ମହିଳାଙ୍କୁ ପୂଜକ ଦୁର୍ବବ୍ୟବହାର କରିଥିଲେ । ଏନେଇ ମହିଳା ଜଣକ ପାଟି କରିବାରୁ ପରିବାର ଲୋକେ ସମ୍ପୃକ୍ତ ନନାଙ୍କୁ କାବୁ କରିଥିଲେ । ଅଭିଯୁକ୍ତ ପୂଜକଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ୍ ପହଞ୍ଚି ପୂଜକଙ୍କୁ ଥାନାକୁ ଆଣି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ ଏନେଇ ପୂଜକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!