Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାପୁର ବ୍ଲକ ଆମରଣ ଅନଶନ ପ୍ରତ୍ୟାହୃତ

by ସଞ୍ଜୟ ସ୍ୱାଇଁ
December 9, 2019
in Planning and Development
ଭାପୁର ବ୍ଲକ ଆମରଣ ଅନଶନ ପ୍ରତ୍ୟାହୃତ
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ସମ୍ମୁଖରେ ଚାଲିଥିବା ଆମରଣ ଅନଶନ ଆଜି ପ୍ରତ୍ୟାହୃତ ହୋଇଛି । ଅନଶନ ଆଜି ସପ୍ତମ ଦିନରେ ପହଞ୍ଚିଥିଲା ବେଳେ ପରିସ୍ଥିତିର ଗଭୀରତାକୁ ଦୃଷ୍ଟିରେ ରଖି ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ ଏବଂ ଅତିରିକ୍ତ ଏସପି ଦିଲ୍ଲୀପ କୁମାର ସାହାଣୀ ଆସି ଅନଶନକାରୀଙ୍କ ସହିତ ବିସ୍ତୁତ ଭାବେ ଆଲୋଚନା କରି ୨ସପ୍ତାହ ମଧ୍ୟରେ ତଦନ୍ତ କରାଯିବ ସହ ଅତିରିକ୍ତ ବିଡ଼ିଓ ଅନ୍ତର୍ଯ୍ୟାମୀ ଦାସଙ୍କ ବିରୋଧରେ ଆବଶ୍ୟକ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ପ୍ରତିଶୃତି ଦେଇଥିଲେ । ଫଳରେ ସ୍ଥାନୀୟ ନେତା ମାନେ ଆନ୍ଦୋଳରୁ ଓହରି ଯାଇଥିବା ଜଣାପଡ଼ିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!