Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାପୁର ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣୀ

by ସଞ୍ଜୟ ସ୍ୱାଇଁ
November 18, 2019
in State
8
VIEWS
Share on FacebookShare on Twitter

୮ଟି ଗ୍ରାମ୍ୟ ସମସ୍ୟା ସହ ୯୬ ଅଭିଯୋଗ ଉପରେ ବିଚାର

ନୟାଗଡ଼, (ବାଘୁଆବାର୍ତ୍ତା) : ମାସର ତୃତୀୟ ସୋମବାରରେ ଭାପୁର ବ୍ଲକରେ ନୟାଗଡ଼ ଜିଲ୍ଲାପାଳଙ୍କ ଜନ ଅଭିଯୋଗଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଗୃହରେ ଆୟୋଜିତ ଏହି ଶୁଣାଣି କାର୍ଯ୍ୟକ୍ରମରେ ଡ. ପୋମା ଟୁଡୁଙ୍କ ସହ ଉପ ଜିଲ୍ଲାପାଳ ଲଗ୍ନଜିତ ରାଉତ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥୀ ଉପସ୍ଥିତ ରହି ଲୋକମାନଙ୍କର ବିଭିନ୍ନ ଅଭିଯୋଗ ଶୁଣିବା ସହ ତାହାକୁ ତୁରନ୍ତ ସମାଧାନ କରିବାକୁ ପ୍ରୟାସ କରିଥିଲେ । ଆଜିର ଅଭିଯୋଗ ଶୁଣାନି ଶିବିରରେ ୮ଟି ଗ୍ରାମ ସମସ୍ୟା ଓ ୭୮ଟି ବ୍ୟକ୍ତିଗତ ସମସ୍ୟାକୁ ମିଶାଇ ମୋଟ ୯୬ଟି ଅଭିଯୋଗକୁ ଜିଲ୍ଲାପାଳ ଶୁଣାଣି କରିଥିବା ଜଣାପଡ଼ିଛି । ଅଭିଯୋଗ ଗୁଡ଼ିକ ମଧ୍ୟରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ୍ ଯୋଜନାରେ ୭ଟି ଅଭିଯୋଗର ଶୁଣାଣୀ କରି ମୋଟ ୭୦ହଜାର ଟଙ୍କା ପ୍ରଦାନ କରାଯାଇଛି । ସେହିଭଳି ରେଡକ୍ରସରୁ ତିନି ଜଣ ଅଭିଯୋଗକାରୀଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି । ଏହି ଜନଶୁଣାଣି ଶିବିରରେ ବ୍ଲକ ଉପାଧ୍ୟକ୍ଷ ଗୟାଧର ପରିଡ଼ା ଏବଂ ବ୍ଲକ କର୍ମଚାରୀମାନେ ଉପସ୍ଥିତ ରହିଥିବା ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!