Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ ମାତାକି ଜୟ ଓ ପାକିସ୍ଥାନ ମୁର୍ଦାବାଦ୍ ଧ୍ବନିରେ ଭାରତୀୟ ସୈନ୍ୟବାହିନୀର ପରାକ୍ରମକୁ ସମ୍ମାନ ଜଣାଇଲେ ସିନ୍ଦୁରିଆ ୭୮୬ କ୍ଳବ୍ ର ସଦସ୍ୟ

by ସଞ୍ଜୟ ସ୍ୱାଇଁ
May 16, 2025
in Nayagarh, State
ଭାରତ ମାତାକି ଜୟ ଓ ପାକିସ୍ଥାନ ମୁର୍ଦାବାଦ୍ ଧ୍ବନିରେ ଭାରତୀୟ ସୈନ୍ୟବାହିନୀର ପରାକ୍ରମକୁ ସମ୍ମାନ ଜଣାଇଲେ ସିନ୍ଦୁରିଆ ୭୮୬ କ୍ଳବ୍ ର ସଦସ୍ୟ
90
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପଡ଼ୋଶୀ ରାଷ୍ଟ୍ର ପାକିସ୍ଥାନ ସମର୍ଥିତ ଆତଙ୍କବାଦୀଙ୍କ ନରସଂହାର ପରେ ଭାରତୀୟ ସୈନ୍ୟବାହିନୀ ପଡୋଶୀ ଦେଶକୁ ଉପଯୁକ୍ତ ଜବାବ୍ ଦେଇ ପାକିସ୍ଥାନରେ ଥିବା ଆତଙ୍କବାଦୀ ଶିବିର ଗୁଡ଼ିକୁ ଧ୍ବଂସ କରିବା ସହିତ ଶତ୍ରୁପକ୍ଷକୁ କଡ଼ା ଜବାବ୍ ଦେଇଥିଲେ l ଯାହାଦ୍ଵାରା କି ଚାରିଦିନରେ ପାକିସ୍ଥାନ ଯୁଦ୍ଧବନ୍ଦ୍ କରିବା ପାଇଁ ବିଭିନ୍ନ ଦେଶକୁ ଅନୁରୋଧ କରିଥିଲା l ଏହି ଚାରିଦିନ ଭିତରେ ଭାରତୀୟ ସୈନ୍ୟବାହିନୀ ଯେଉଁ ପ୍ରକାର ପରାକ୍ରମ ଦେଖାଇଥିଲl ସେଥିପାଇଁ ସବୁ ଭାରତୀୟ ଗର୍ବିତ l ଭାରତୀୟ ସୈନ୍ୟବାହିନୀର ମନୋବଳ ବୃଦ୍ଧି ଓ ପରାକ୍ରମକୁ ସମ୍ନାନ ଜଣାଇ ସିନ୍ଦୁରିଆ ୭୮୬ ୟୁଥ୍ କ୍ଳବ୍ ସଦସ୍ୟ ମାନେ ସିନ୍ଦୁରିଆ ଖେଳପଡ଼ିଆରେ ଏକତ୍ର ହୋଇ ଭାରତମାତାକି ଜୟ, ପାକିସ୍ଥାନ ମୁର୍ଦାବାଦ୍ ଓ ଭାରତୀୟ ସୈନ୍ୟବାହିନୀ ଜିନ୍ଦାବାଦ୍ ଧ୍ଵନିରେ ପରିବେଶକୁ ପ୍ରକମ୍ପିତ କରିଥିଲେ l ଏହି କାର୍ଯ୍ୟକ୍ରମକୁ ବିଶିଷ୍ଟ କବି ତଥା ଶିକ୍ଷାବିତ୍ ଶେଖ୍ ଅବଦୁଲ୍ ଖାଲିକ୍ ସଂଯୋଜନା କରିଥିବା ବେଳେ କ୍ଳବ୍ ର ଉପଦେଷ୍ଟା ସେକ୍ ନଇମ୍, ପ୍ରାଧ୍ୟାପକ ସେକ୍ ଇଶାକ୍, ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରାଧ୍ୟାପକ ଉମାର୍ ମଲ୍ଲିକ, ହନlନ ଖାଁ, କ୍ଳବ୍ ସଭାପତି ସେକ୍ ଇଶୁବ୍, ସମ୍ପାଦକ ଅନୁଆର୍ ଅଲି, ବରିଷ୍ଠ ସଦସ୍ୟ ସେକ୍ ସଦୁରୁଦ୍ଦିନ୍, ଅମଜାଦ୍ ଖାଁ, ମୋହିନ୍ ମଲ୍ଲିକ, ମୀର ହମଜା, ସେକ୍ ଫିରୋଜ୍, ମଲ୍ଲିକ ଜୁନେଜ, ଇମ୍ରlନ୍ ମଲ୍ଲିକ ଓ ସଂଯୋଜକ ମସୁଲୁଦ୍ଦିନ୍ ଖାଁ ସମେତ ଶତାଧିକ ସଦସ୍ୟ ଉପସ୍ଥିତ ଥିଲେ l

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!