Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତ ବିକାଶ ପରିଷଦରେ ସ୍ବାଧୀନତା ଦିବସ

by Anil Panda
August 15, 2020
in Feature News, Nayagarh
ଭାରତ ବିକାଶ ପରିଷଦରେ ସ୍ବାଧୀନତା ଦିବସ
180
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସର୍କିଟ ହାଉସ୍ ନିକଟରେ ଗଢ଼ି ଉଠିଥିବା ଭାରତ ବିକାଶ ପରିଷଦର ନିଜସ୍ବ ଭବନରେ ୭୪ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଭାରତ ବିକାଶ ପରିଷଦ, ନୟାଗଡ ଶାଖାର ପ୍ରତିଷ୍ଠାତା ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ହରପ୍ରସାଦ ମହାପାତ୍ର ପତାକା ଉତ୍ତୋଳନ କରିଥିଲେ। ଦେଶ ଗଠନରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ବୀର ମହାପୁରୁଷଙ୍କ ଭୂମିକା ବର୍ଣ୍ଣନା କରିବା ସହିତ ଚାଇନାର ଦୌରାତ୍ମ୍ଯକୁ ଘୋର ନିନ୍ଦା କରିଥିଲେ। ଦେଶର ସମସ୍ତ ଯୁବକ ମାନେ ରାଷ୍ଟ୍ର ଗଠନରେ ବ୍ରତୀ ହେବାପାଇଁ ପରାମର୍ଶ ଦେଇଥିଲେ।ଏହା ସହିତ କରୋନା ଯୋଦ୍ଧା ମାନଙ୍କ ବୀରତ୍ୱକୁ ଉଚ୍ଚ ପ୍ରଂଶସା କରିଥିଲେ। ଏହି କାର୍ଯ୍ୟକ୍ରମରେ ପରିଷଦର କ୍ଷେତ୍ରୀୟ ସଂପାଦକ ଶ୍ରୀଧର ସାହୁ, ଉପାଧ୍ୟକ୍ଷ ହରେକୃଷ୍ଣ ସାହୁ,ଶାଖା ସଚିବ ପ୍ରଦୀପ ସାହୁ, ସଦସ୍ଯ ପ୍ରମୋଦ ପଟ୍ଟନାୟକ, ଅନାଦି ଚରଣ ମହାନ୍ତି, ଦୁର୍ଯ୍ୟୋଧନ ସାହୁ, ପ୍ରଫୁଲ୍ଲ କୁମାର ନାୟକ, ପ୍ରସନ୍ନ କୁମାର ବସନ୍ତିଆ, କାମାକ୍ଷା ପ୍ରସାଦ ଦାସ, ଶରତ ଚନ୍ଦ୍ର ମାହାପାତ୍ର, ସୂର୍ଯ୍ୟମଣି ସାହୁ ଉପସ୍ଥିତ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!