Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାର୍ଗବୀ ନଦୀ ଉପରେ ପଥରପଦାଠାରେ ସେତୁ ନିର୍ମାଣ କାର୍ଯ୍ୟ ନେଇ ବୈଠକ

କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ନିଷ୍ପତ୍ତି

by Sanjay Swain
November 24, 2020
in Planning and Development
ଭାର୍ଗବୀ ନଦୀ ଉପରେ ପଥରପଦାଠାରେ ସେତୁ ନିର୍ମାଣ କାର୍ଯ୍ୟ ନେଇ ବୈଠକ
187
VIEWS
Share on FacebookShare on Twitter

ଭୁବନେଶ୍ୱର, ତା.୨୪/୧୧/୨୦୨୦ ଆଜି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ବ୍ରହ୍ମଗିରି ବ୍ଲକ୍‌ର
କପିଳେଶ୍ୱରପୁର ପଞ୍ଚାୟତର ଭାର୍ଗବୀ ନଦୀ ଉପରେ ପଥରପଦାଠାରେ ସେତୁ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ନିର୍ମାଣାଧୀନ ସେତୁ କାର୍ଯ୍ୟ ଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଭୁବନେଶ୍ୱର ଗ୍ରାମ୍ୟ ନିର୍ମାଣ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଚନ୍ଦ୍ରମୌଳି ପଟ୍ଟନାୟକ, ଅଧୀକ୍ଷଣ ଯନ୍ତ୍ରୀ, କେନ୍ଦ୍ରୀୟ ମଣ୍ଡଳ, ଭୁବନେଶର୍ୱ , ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ, ପୁରୀ ଡିଭିଜନ ଏହି ବୈଠକରେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!