Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରୁ ଇସ୍ତଫା ଦେଲେ ଭର୍ତ୍ତୃହରି ମହତାବ

by ସଞ୍ଜୟ ସ୍ୱାଇଁ
March 22, 2024
in Politics, State
ବିଜେଡିରୁ ଇସ୍ତଫା ଦେଲେ ଭର୍ତ୍ତୃହରି ମହତାବ
246
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବିଜେଡିରୁ ଇସ୍ତଫା ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ। ଆଜି ଏକ ପ୍ରେସମିଟରେ ସେ ଦେଇଛନ୍ତି ଏହି ସୂଚନା। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିବା କହିଛନ୍ତି। ସେ ଦଳର ବିଭିନ୍ନ ପଦପଦବୀ ସହିତ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏଥରକୁ ମିଶାଇ କଟକରୁ ୬ ଥର ସାଂସଦ ହୋଇଛନ୍ତି ଭର୍ତ୍ତୃହରି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!