Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାନଦୀରେ ବୁଡି ଯୁବକ ମୃତ

by ସଞ୍ଜୟ ସ୍ୱାଇଁ
May 10, 2021
in Feature News, State
ମହାନଦୀରେ ବୁଡି ଯୁବକ ମୃତ
173
VIEWS
Share on FacebookShare on Twitter

ବଡ଼ମ୍ବା, (ବାଘୁଆବାର୍ତ୍ତା): ବଡ଼ମ୍ବାର ଅଧିଷ୍ଟାତ୍ରୀ ଦେବୀ ମା ଭଟ୍ଟାରିକା ପୀଠ ଠାରେ ଜଣେ ଯୁବକ ମହାନଦୀରେ ଗାଧୋଉ ଥିବା ବେଳେ ବୁଡି ଯାଇଥିଲା । ତେବେ ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ବଡ଼ମ୍ବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେକୁ ଚିକିତ୍ସା ପାଇଁ ନେଇଥିଲେ କିନ୍ତୁ ଡାକ୍ତର ସେଠି ଉକ୍ତ ଯୁବକଙ୍କୁ ମୃତ ଘୋଷଣା କରିଥିଲେ । ସୂଚନାନୁସାରେ, ବଡ଼ମ୍ବା ବ୍ଲକ ରତାପାଟ ସଡ଼କ ସାହିର ପ୍ରଫୁଲ ସେଠୀ(୨୭) କୌଣସି କାମରେ ମା ଭଟ୍ଟାରିକା ମନ୍ଦିର ଆଡେ ଯାଇ ମହାନଦୀରେ ଗାଧୋଇଥିଲେ । ଗାଧୋଉଥିବା ବେଳେ ମହାନଦୀରେ ବୁଡି ଯାଇଥିଲେ । ସ୍ଥାନୀୟ ଲୋକ ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶବ କର୍ମଚାରୀମାନେ ପହଞ୍ଚି ଯୁବକଙ୍କୁ ନଦୀରୁ ଉଦ୍ଧାର କରି ମେଡିକାଲ ନେଇଥିଲେ । ସେଠାରେ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଯୁବକଙ୍କ ଶବ ବେବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ସେପଟେ ଯୁବକଙ୍କ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!