Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଣିକି ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥ କବି ଭୀମ ଭୋଇଙ୍କ ଜୀବନୀ

by ସଞ୍ଜୟ ସ୍ୱାଇଁ
October 2, 2021
in State
ଏଣିକି ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥ କବି ଭୀମ ଭୋଇଙ୍କ ଜୀବନୀ
51
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏଣିକି ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ । ସମ୍ବଲପୁର ରେଢ଼ାଖୋଲ ଗସ୍ତବେଳେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ କହିଛନ୍ତି ଯେ, ଭୀମ ଭୋଇଙ୍କ ସାହିତ୍ୟ, ଦର୍ଶନ ଉପରେ ଯେତିକି ଗବେଷଣା ହେବା କଥା ତାହା ହୋଇନାହିଁ । ଏଣିକି ସନ୍ଥକବିଙ୍କ ଜୀବନୀ ଉପରେ ଉଚ୍ଚତର ଗବେଷଣା କରାଯିବ । ଆଗାମୀ ଦିନରେ ୟୁଜିସି ପାଠ୍ୟକ୍ରମରେ ସନ୍ଥ କବି ଭୀମ ଭୋଇଙ୍କୁ ଅଗ୍ରାଧିକାର ଦିଆଯିବ । ଏହାସହ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଭୀମ ଭୋଇଙ୍କ ନାଁରେ ଚେୟାର ପ୍ରତିଷ୍ଠା ହେବ । ବିଭିନ୍ନ ରାଜ୍ୟରେ ତଥା ଅନ୍ତରାଷ୍ଟ୍ରୀୟ ସ୍ତରରେ ମଧ୍ୟ ଏଥିନିମନ୍ତେ ବ୍ୟବସ୍ଥା କରାଯିବ । ଯାହାଦ୍ୱାରା ପଛୁଆ ଅଞ୍ଚଳର ଶତାଦ୍ଦି, ଶତାଦ୍ଦି ବର୍ଷ ପୂର୍ବରୁ ଆରମ୍ଭ ହୋଇଥିବା ବିଚାର ବିଚାର ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚିବ ବୋଲି କହିଛନ୍ତି ଶିକ୍ଷା ମନ୍ତ୍ରୀ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!