Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ନିର୍ମାଣାଧୀନ ଟନେଲ୍

by ସଞ୍ଜୟ ସ୍ୱାଇଁ
May 26, 2025
in State
ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ନିର୍ମାଣାଧୀନ ଟନେଲ୍
312
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ନିର୍ମାଣାଧୀନ ଟନେଲ୍ରେ ଏକ ବଡ଼ ଦୁର୍ଘଟଣା ଘଟିଛି । ବୌଦ୍ଧ ଅଡେଣିଗଡ଼ ନିକଟରେ ଟନେଲ୍ ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଟନେଲ ଭୁଶୁଡ଼ିବା ଫଳରେ ପ୍ରାୟ ୩୦ ମିଟର ଗାତ ସୃଷ୍ଟି ହୋଇଥିବା ଜଣାପଡ଼ିଛି । ତେବେ ଦୁର୍ଘଟଣା ବେଳେ ଟନେଲ୍ ଭିତରେ କୌଣସି ଶ୍ରମିକ ନଥିବା ପୂର୍ବତଟ ରେଳବାଇ ସ୍ପଷ୍ଟ କରିଛି । ଦୁର୍ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଚାଲିଛି ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିବା ଜଣାପଡ଼ିଛି । ଏହି ଘଟଣା ପରେ ରେଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!