Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ଗଣଧାରଣା

by ସଞ୍ଜୟ ସ୍ୱାଇଁ
April 8, 2021
in Feature News
ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ଗଣଧାରଣା
103
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ବର୍ଦ୍ଧିତ ବିଦ୍ୟୁତ୍ ଶୁଳ୍କ ପ୍ରତ୍ୟାହାର ଦାବିରେ ନୟାଗଡ଼ ବିଦ୍ୟୁତ୍ ଡିଭିଜନ୍ ସମ୍ମୁଖରେ ବିଦ୍ୟୁତ୍ ଉପୋଭକ୍ତା କମିଟି ଆହ୍ୱାନ କ୍ରମେ ଆଜି ପ୍ରତିବାଦରେ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି । କମିଟିର ଆବାହକ ତଥା ସିପିଆଇଏମ୍ ନେତା ବିଶ୍ୱନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଧାରଣାରେ ଏସ୍.ଏ କରିମ, ସହଦେବ ଡାକୁଆ, ରାଜକିଶୋର ପ୍ରଧାନ, ବୁଦ୍ଧି ନାୟକ, ବିଭୂତି ପଟ୍ଟନାୟକ, ସୁବାସ ଚନ୍ଦ୍ର ବେହେରା ପ୍ରମୂଖ ନେତୃତ୍ୱମାନେ ଧାରଣା ଦେଇଥିଲେ । କେନ୍ଦ୍ର ସରକାରଙ୍କ ଘରୋଇ କରଣ ନୀତି, ବିଦ୍ୟୁତ୍ ବିଲ୍ ବୃଦ୍ଧି, ଓଡ଼ିଶା ସରକାର ଟାଟା କମ୍ପାନୀକୁ ବିଦ୍ୟୁତ୍ ବ୍ୟବସ୍ଥାକୁ ହସ୍ତାନ୍ତର କରିବା ଏବଂ କମ୍ପାନୀ ଦ୍ୱାରା ଅହେତୁକ ଭଡ଼ା ବୃଦ୍ଧିର ସମାଲୋଚନା କରିଥିଲେ । ବର୍ଦ୍ଧିତ ବିଦ୍ୟୁତ୍ ଦର ପ୍ରତ୍ୟାହୃତ ନହେଲେ ଏପ୍ରିଲ ଶେଷ ସପ୍ତାହରେ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଥିଲେ । ଏହି ମର୍ମରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକ ପତ୍ର ବିଦ୍ୟୁତ୍ ବିଭାଗ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀଙ୍କ ମାଧ୍ୟମରେ ପ୍ରଦାନ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!