Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଭୂତି, କୃଷ୍ଣଚନ୍ଦ୍ର, ସୈାରଭଙ୍କ ଗୀତରେ ଝୁମିଲେ ଦର୍ଶକ

by ସଞ୍ଜୟ ସ୍ୱାଇଁ
December 7, 2019
in Entertainment
ବିଭୂତି, କୃଷ୍ଣଚନ୍ଦ୍ର, ସୈାରଭଙ୍କ ଗୀତରେ ଝୁମିଲେ ଦର୍ଶକ
34
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ କ୍ଲବ ଆନୁକୁଲ୍ୟରେ ଆୟୋଜିତ ‘ଭଏସ୍ ଅଫ ନୟାଗଡ଼’ ସିଜିନ୍-୨ ରେ ଫାଇନାଲ ପ୍ରତିଯୋଗୀତା ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗୀତାରେ ସେମିଫାଇନାଲରେ ସଫଳ ହୋଇଥିବା ଦଶ ଜଣ ପ୍ରତିଯୋଗୀ ବର୍ଷାରାଣୀ ବାରିକ, ମୋନାଲିସା ସ୍ୱାଇଁ, ବିରଞ୍ଚି ନାରାୟଣ ହୋତା, ପୁଷ୍ପିତା ଦାଶ, ସାଇ ଆଶିଷ୍ ପ୍ରଧାନ, ସିମିରନ୍, ଶୁଶ୍ରି ପ୍ରିୟମ୍ବଦା ନନ୍ଦ, ଦିପକ ନାୟକ, ସ୍ୱାଗତିକା ପଣ୍ଡା, ଶେଖ୍ ତୈାଫିକ୍ ଅଲ୍ଲୀ ଯୋଗ ଦେଇଥିବା ବେଳେ ବିଚାରକମାନେ ‘ଭଏସ୍ ଅଫ୍ ନୟାଗଡ଼’ ସିଜିନ-୨ ବାଛିବା ସହ ନିଜ ନିଜ ଗୀତରେ ମତୁଆଲା କରିଛନ୍ତି । ଆଜିର କାର୍ଯ୍ୟକ୍ରମରେ ଅତିଥି ତଥା ବିଚାରକ ଭାବେ ଖ୍ୟାତନାମା ସଂଗୀତ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାବତ୍, ସଂଗୀତ ନିର୍ଦ୍ଦେଶକ ବିଭୂତି ଭୂଷଣ ବଡ଼ନାୟକ, ପ୍ରସିଦ୍ଧ ଗାୟକ ସୈାରଭ ନାୟକ ଯୋଗ ଦେଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!