Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୟ ମାଲ୍ୟାଙ୍କୁ ଜେଲ ଦଣ୍ଡ

by ସଞ୍ଜୟ ସ୍ୱାଇଁ
July 11, 2022
in Crime, NATIONAL NEWS
ମୁମ୍ବାଇ ବିସ୍ଫୋରଣ ମାମଲା: ୨୦୩୦ ପର୍ୟ୍ୟନ୍ତ ଜେଲରେ ରହିବ ଅବୁ ସାଲେମ
150
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଅଦାଲତ ଅବମାନନା ମାମଲାରେ ସୁପ୍ରିମକୋର୍ଟ ବିଜୟ ମାଲ୍ୟାଙ୍କୁ ଦଣ୍ଡାଦେଶ ଶୁଣାଇଛନ୍ତି। ସର୍ବୋଚ୍ଚ ଅଦାଲତ ମଲ୍ୟାଙ୍କୁ ୪ ମାସ ଜେଲ ଦଣ୍ଡ ସହ ୨ ହଜାର ଟଙ୍କା ଜରିମାନା କରିଛନ୍ତି । ଜରିମାନା ପଇଠ ନକଲେ ଦୁଇ ମାସର ଅତିରିକ୍ତ ଜେଲ ଦଣ୍ଡ ମିଳିବ । କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ବକେୟା ଅର୍ଥ ନଦେବାରୁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ବିଜୟ ମାଲ୍ୟାଙ୍କ ବିରୋଧରେ ଆବେଦନ କରିଥିଲା ୨୦୧୭ର ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟଙ୍କ ୩ ଜଣିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ୨୦୧୭ରେ ବିଜୟ ମାଲ୍ୟା ୪୦ ମିଲିୟନ ଡଲାର ନିଜ ପିଲାମାନଙ୍କ ନାଁରେ ଟ୍ରାନ୍ସଫର କରିଥିଲେ । ବିଦେଶକୁ ଟ୍ରାନ୍ସଫର ହୋଇଥିବା ଏହି ୪୦ ମିଲିୟନ ଡଲାର ୪ ସପ୍ତାହ ମଧ୍ୟରେ ଦେବାକୁ ପଡିବ ବୋଲି କୋର୍ଟ କହିଛନ୍ତି । ଏହି ଅର୍ଥ ଟ୍ରାନ୍ସଫରକୁ କୋର୍ଟ ଅସିଦ୍ଧ ବୋଲି କହିଛନ୍ତି । ଏବେ ଏହି ସମୁଦାୟ ଅର୍ଥ ରାଶିକୁ ଗ୍ରହୀତା ୮ ପ୍ରତିଶତ ସୁଧ ସହ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୪ ସପ୍ତାହ ସୁଦ୍ଧା ରିକଭରି ଅଧିକାରୀଙ୍କୁ ଏହି ଅର୍ଥ ଫେରାଇବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!