Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁ ଛାତ୍ରଜନତା ଦଳ ପକ୍ଷରୁ ନିନ୍ଦା

by ସଞ୍ଜୟ ସ୍ୱାଇଁ
January 7, 2020
in Education, NATIONAL NEWS, Politics
ବିଜୁ ଛାତ୍ରଜନତା ଦଳ ପକ୍ଷରୁ ନିନ୍ଦା
29
VIEWS
Share on FacebookShare on Twitter

ଜେଏନୟୁ ହିଂସା ଘଟଣା

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଚାଲିଥିବା ହିଂସାକାଣ୍ଡକୁ ନେଇ ଦେଶବ୍ୟାପି ତୀବ୍ର ପ୍ରତିକ୍ରିୟା ପାଇଥିବା ବେଳେ ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେବଳ ଭାରତ ନୁହେଁ ଅନ୍ୟଦେଶରେ ମଧ୍ୟ ଏହାର ପ୍ରତିବାଦ ଦେଖିବାକୁ ମିଳିଲାଣି । ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ ଉତ୍ତେଜନା ଜାରି ରହିବା ସହିତ ବ୍ୟାପକ ପୋଲିସ ମୁତୟନ କରାଯାଇଥିବା ଜଣାପଡିଛି । ନୟାଗଡ଼ ବିଜୁ ଛାତ୍ରଜନତା ଦଳ ସଭାପତି ନୀଳମାଧବ ପଣ୍ଡାଙ୍କ ନେତୃତ୍ତ୍ୱରେ ଜେଏନୟୁ ଛାତ୍ରଛାତ୍ରୀ ଏବଂ ପ୍ରାଧ୍ୟାପକଙ୍କ ଉପରେ ହେଉଥିବା ବର୍ବରୋଚିତ ଆକ୍ରମଣର ଦୃଢ଼ ନିନ୍ଦା କରାଯିବା ସହିତ ଅନେକ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ । ଜେଏନୟୁ ପରିସରରେ ଶାନ୍ତି ଆଣିବା ପାଇଁ ପ୍ରତିବାଦ କରିଛନ୍ତି । ଏଥିରେ ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ଉପସଭାପତି ଆଦିତ୍ୟନାରାୟଣ ସାହୁଙ୍କ ସମେତ ବହୁ ଛାତ୍ର ଅଂଶଗ୍ରହଣ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!