Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ

by ସଞ୍ଜୟ ସ୍ୱାଇଁ
March 6, 2021
in Feature News
ବିଜୁ ପଟ୍ଟନାୟକ ଜୟନ୍ତୀ ପାଳିତ
52
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମହାନ ଜନନାୟକ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମଦିବସ ରାଜ୍ୟ ଯୁବ କଲ୍ୟାଣ ପରିଷଦ ଦ୍ୱାରା ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ୟୁନିଟ୍‌-୩ ସ୍ଥିତ ବିଜୁ ପଟ୍ଟନାୟକ ଯୁବ କଲ୍ୟାଣ ଭବନରେ ଆୟୋଜିତ ଉତ୍ସବରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଏବଂ ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଶ୍ରୀ ବିଜୟ କୁମାର ନାୟକ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିକୃତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ତଥା ରାଜ୍ୟ ଯୁବକଲ୍ୟାଣ ପରିଷଦର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ପ୍ରବାଦପୁରୁଷଙ୍କ ସ୍ମୃତିଚାରଣ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!