Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରବାଦପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧଦିବସରେ ଶ୍ରଦ୍ଧାଞ୍ଜଳି

by ସଞ୍ଜୟ ସ୍ୱାଇଁ
April 17, 2021
in Nayagarh
ପ୍ରବାଦପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧଦିବସରେ ଶ୍ରଦ୍ଧାଞ୍ଜଳି
63
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ନବଉତ୍କଳର ନିର୍ମାତା, ରାଷ୍ଟ୍ରନୀତିଜ୍ଞ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦପୁରୁଷ ବିଜୁ  ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି । କୋଭିଡ୍‌ ନିୟମ ଅବଲମ୍ବନ କରି ବିଧାନସଭାସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ତାଙ୍କ ସ୍ୱୃତି ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,  ବିଧାୟକ ପ୍ରଫୁଲ୍ଲ କୁମାର ସାମଲ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ଓଡ଼ିଶା ବିଧାନସଭା ସଚିବ ଦାଶରଥୀ ଶତପଥୀ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ପ୍ରମୁଖ ପରିଚାଳନା କରିଥିଲେ । ‘ଶାଶ୍ୱତୀ’ ସାଂସ୍କୃତିକ ଅନୁଷ୍ଠାନର ସଂଗୀତଶିଳ୍ପୀମାନେ ବିଜୁବାବୁଙ୍କ ଉପରେ ଆଧାରିତ ସଂଗୀତ ଗାନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!