Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲୁଗାଁ ଜୋନ ପାଚିକା ସହାୟୀକା ବୈଠକ

by ସଞ୍ଜୟ ସ୍ୱାଇଁ
March 15, 2021
in Feature News, Nayagarh
ବାଲୁଗାଁ ଜୋନ ପାଚିକା ସହାୟୀକା ବୈଠକ
163
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବିଜୁ ଶ୍ରମିକ ସାମୁଖ୍ୟ ସହ ବଦ୍ଧିତ ମଧ୍ୟାହ୍ନ ଭୋଜନା ପାଚିକା ସହାୟୀକା ସଂଘର ବୈଠକ ବାଲୁଗାଁ ପଞ୍ଚାୟତ କାର୍ଯ୍ୟଳୟ ପରିସରରେ ହାର ଦେଇଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବାଲୁଗାଁ ଜୋନର କ୍ରୀଦାସପୁର, ବାଲୁଗାଁ, ଲକ୍ଷ୍ମୀପ୍ରସାଦ ଓ ଶରଧାପୁର ପଞ୍ଚାୟତର ସମସ୍ତ ସ୍କୁଲରେ କାର୍ଯ୍ୟରତ ପାଚିକା ସହାୟିକାମାନେ ଯୋଗ ଦେଇଥିବା ବେଳେ ବାଲୁଗାଁ ଜୋନର ଜିଲ୍ଲା ପରିଷଦ ସଭ୍ୟା କଳ୍ପନା ଦଳବେହେରା ଓ ବିଜୁ ଶ୍ରମିକ ସାମ୍ମୁଖ୍ୟର ଜିଲ୍ଲା ସଭାପତି ଶ୍ରୀକାନ୍ତ ପଟ୍ଟନାୟକ ଯୋଗେଦଇ ବକ୍ତବ୍ୟ ରଖିଥିଲେ । କେନ୍ଦ୍ରୀୟ ଯୋଜନାରୁ କେନ୍ଦ୍ର ସରକାର ଅଂଶଧନ କମାଇବା ଓ ରାଜ୍ୟ ଉପରେ ଅଧିକ ବୋଝ ପକାଇବାର କେନ୍ଦ୍ର ସରକାର ନିଜକୁ ବୈଠକରେ ନିନ୍ଦା କରାଯାଇଛି । କେନ୍ଦ୍ର ସରକାର ଶ୍ରମିକ ମାରଣ ନୀତି ପାଇଁ ହତୋତ୍ସାହିତ ହୋଇଥିବା ବେଳେ ରାଜ୍ୟ ସରକାରଙ୍କ ପାଇଁ ପାଚିକା ସହାୟୀକାମାନେ ୧୪୦୦ଟଙ୍କା ପାଇବାରେ ସକ୍ଷମ ହୋଇଛନ୍ତି । ପାଚିକା ସହାୟୀକାମାନଙ୍କୁ ପ୍ରତିବର୍ଷ ଶାଢି, ପରିଚୟ ପତ୍ର ଯୋଗାଇ ଦେବା, ପୂର୍ବ ବକେୟା କାର୍ଡ ଶ୍ରମିକ କିପରି ପାଇପାରିବେ ସ୍ଥାନୀୟ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁଙ୍କ ସହିତ ଆଲୋଚନା କରାଯାଇ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!