Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ ଦୁର୍ଘଟଣାରେ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
June 18, 2021
in Accident, Nayagarh, State
ବାଇକ ଦୁର୍ଘଟଣାରେ ଜଣେ ଗୁରୁତର
761
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା): ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ରୋହିବାଙ୍କ ଆଶ୍ରମଠାରେ ଦୁଇ ବାଇକ ଧସ୍ତାଧସ୍ତି ହୋଇ ଘଟଣାସ୍ଥଳରେ ଜଣଙ୍କର ଅବସ୍ଥା ଗୁରୁତ୍ୱପୂର୍ଣ୍ଣ ହୋଇଛି । ଗୁରୁତର ଜଣଙ୍କ ରୋହିବାଙ୍କ ଭଗବତୀପ୍ରସାଦଗ୍ରାମର ତ୍ରିନାଥ ନାୟକ(୪୫) ଅଟନ୍ତି । ଗୁରୁତର ତ୍ରିନାଥ ନିଜ ଟିଭିଏସ ଏକ୍ସଏଲ ଜ ଗାଡି ଯୋଗେ ନଂ ଓଡ଼ି-୨୫-ଜେ-୪୪୬୩ ଯୋଗେ ବଳରାମପୁର ସାହିରୁ ବାହାରୁଥିବା ବେଳେ ନୟାଗଡ଼ ବାଲୁଗାଁ ଅଞ୍ଚଳର ଠାଉରୀ ସ୍ୱାଇଁ ଓ ନୀଳମଣି ସ୍ୱାଇଁ ବଜାଜ ଡିସ୍କଭର ଗାଡି ନଂ ଓଆର-୦୭-ଏକ୍ସ ୪୪୬୩ ରେ ସମ୍ଭବପଟୁ ଆସୁଥିବାବେଳେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ତ୍ରିନାଥଙ୍କ ଅବସ୍ଥା ଗୁରୁତର ହୋଇଛି । ଠାଉରୀ ଓ ନିଳମଣି ଅବସ୍ଥା ଭଲ ଅଛି । ଘଟଣା ସ୍ଥଳରେ ଓଡ଼ଗାଁ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସେମାନଙ୍କର ପ୍ରାଥମିକ ଚିକିତ୍ସା ଚାଲିଥିବାବେଳେ, ଓଡ଼ଗାଁ ଆଦର୍ଶ ଥାନା ଅଧିକାରୀ ପ୍ରଜ୍ଞାପାରମିତା ଜେନା ଘଟଣାସ୍ଥଳରେ ପହଞ୍ଚି ପ୍ରାରମ୍ଭିକ ଅନୁସନ୍ଧାନ କାର୍ୟ୍ୟ ଆରମ୍ଭ କରିଛନ୍ତି । ଗୁରୁତର ତ୍ରିନାଥଙ୍କୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!