Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଜଣେ ମୃତ ଓ ୫ ଆହତ

by ସଞ୍ଜୟ ସ୍ୱାଇଁ
May 12, 2025
in Accident, Nayagarh
ଚଢ଼ିଗଲା ହାଇୱା
480
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଇଟାମାଟି ଥାନା ବାଉଁଶିଆପଡା ନିକଟରେ ଗତକାଲି ରାତିରେ ଏକ ଦୁର୍ଘଟଣା ଘଟିଛି । ଦୁଇ ବାଇକ ଦୁର୍ଘଟଣା ପରେ ବସ ତଳେ ପଡି ଜଣଙ୍କ ମୃତ୍ୟୁ ହୋଇଛି। ଆହତଙ୍କ ମଧ୍ୟରେ ୩ ଶିଶୁ , ଜଣେ ମହିଳା ରହିଛନ୍ତି । ଜଣେ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି । ବାଇକ୍ ଧକ୍କା ପରେ ବସ୍ ତଳେ ପଡିଯିବାରୁ ଯୁବକଙ୍କ ମୃତ୍ୟୁ । ମୃତକ ହେଲେ ମାଣିକାଗୋଡ଼ା ଗାଁର ଜ୍ୟୋତିରଞ୍ଜନ ସ୍ବାଇଁ । କଳାଙ୍ଗ ଗ୍ରାମର ଜ୍ଞାନରଞ୍ଜନ ସାହୁ ନିଜର ତିନି ଛୁଆ ଏବଂ ସ୍ତ୍ରୀଙ୍କୁ ବାଇକରେ ଧରି ବାଉଁଶିଆପଡା ଗାଁରୁ ଯାତ୍ରା ଦେଖି ଫେରୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଜ୍ୟୋତିରଞ୍ଜନଙ୍କ ବାଇକ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଜ୍ୟୋତିରଞ୍ଜନ ତଳେ ପଡିଯିବା ବେଳେ ପଛରୁ ଆସୁଥିବା ବସ୍ ତାଙ୍କ ଉପରେ ଚଢି ଯାଇଥିଲା । ଫଳରେ ଘଟଣାସ୍ଥଳରେ ଜ୍ୟୋତିରଞ୍ଜନଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ନୟାଗଡ ଏସଡିପିଓ ଜ୍ୟୋତିରଞ୍ଜନ ସାମନ୍ତରାୟ ଏବଂ ଇଟାମାଟି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!