Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫ ବାଇକ ଜବତ, ଦେଉଳପଲ୍ଲୀର ଯୁବକ ଗିରଫ

by Anil Panda
October 6, 2020
in Crime, Nayagarh
୫ ବାଇକ ଜବତ, ଦେଉଳପଲ୍ଲୀର ଯୁବକ ଗିରଫ
2.4k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଟାଉନଥାନା ଅନ୍ତର୍ଗତ ଦେଉଳପଲ୍ଲୀର ଜଣେ ଯୁବକଙ୍କୁ ଡେଲାଙ୍ଗ ପୁଲିସ ଚୋରା ବାଇକ ର‌୍ୟାକେଟରେ ଗିରଫ କରିଥିବା ଜଣାଯାଇଛି । ସୂଚନାନୁସାରେ, ଡେଲାଙ୍ଗ ପୁଲିସ ଏକ ଚୋରା ବାଇକ ର‌୍ୟାକେଟର ତଦନ୍ତ କରୁଥିବା ବେଳେ ଦେଉଳପଲ୍ଲୀ ଗ୍ରାମର ଦୀପକ ପ୍ରଧାନ ସଂପୃକ୍ତି ଥିବା ଜାଣିବାକୁ ପାଇଥିଲା । ପୁଲିସ ଚଢ଼ାଉ କରି ଯୁବକଙ୍କଠାରୁ ୫ଟି ବାଇକ ଜବତ କରିଥିବା ଏବଂ ଗିରଫ କରିଥିବା ଡେଲାଙ୍ଗ ଥାନା ଅଧିକାରୀ ରଶ୍ମି ରଂଜନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!