Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କ ବାଇକ୍ ଲୁଟ୍

by ସଞ୍ଜୟ ସ୍ୱାଇଁ
September 19, 2023
in Breaking, Nayagarh
ସାମ୍ବାଦିକଙ୍କ ବାଇକ୍ ଲୁଟ୍
109
VIEWS
Share on FacebookShare on Twitter

ଦଶପଲ୍ଲା, (ବାଘୁଆବାର୍ତ୍ତା): ଦଶପଲ୍ଲାର ବରିଷ୍ଠ ସାମ୍ବାଦିକ ଡ. ପ୍ରଫୁଲ୍ଲ କୁମାର ଦାଶଙ୍କ ବାଇକ୍ ଟି ଆଜି ଚୋରୀ ହୋଇଯାଇଛି l ଅମଲାପଡା ଠାରେ ବାଇକ୍ ରଖି ଯାଇଥିବା ବେଳେ ଫେରିବା ବେଳକୁ ବାଇକ୍ ନ ଥିବା ଜାଣି ସେ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ l ବହୁ ଖୋଜା ଖୋଜି ପରେ ମଧ୍ଯ ରାତି ୮ ଟା ସୁଦ୍ଧା ବାଇକ୍ ର ସନ୍ଧାନ ମିଳି ନ ଥିବା ଖବର ମିଳିଛି | ତେବେ ଏଥି ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି l

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!