Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍‌ରେ ୧, କାର୍‌ରେ ୨

by ସଞ୍ଜୟ ସ୍ୱାଇଁ
April 20, 2020
in Nayagarh, State
ବାଇକ୍‌ରେ ୧, କାର୍‌ରେ ୨
18
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ଖେଳିଯାଇଥିବା ବେଳେ ଭାରତରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଭାରତ ସରକାର ଲକ୍‌ଡାଉନ୍ ଘୋଷଣା କରି ଅନେକ ମାତ୍ରାରେ କରୋନାକୁ ମୁକାବିଲା କରିଛନ୍ତି । କେନ୍ଦ୍ର ସରକାର ଜନସାଧାରଣଙ୍କୁ ସଚେତନତା କରାଇବା ଉଦ୍ଦେଶ୍ୟରେ ସାମାଜିକ ଦୁରତା ରକ୍ଷା କରିବା ସହିତ ବିଭିନ୍ନ ଆଇନ୍ କାନୁନ୍ ପ୍ରଣୟନ କରିଛନ୍ତି । ନୟାଗଡ଼ ସହରରେ ଆଜି ପୋଲିସ୍ ପକ୍ଷରୁ ସଚେତନତା କରାଯାଇ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଣିକି ବାଇକ୍ ଚାଳକମାନେ ବାଇକ୍‌ରେ ଏକା ଯିବାସହ ଦୁଇଜଣ ବସିପାରିବେ ନାହିଁ । ସେହିପରି ଭାବେ ଚାରିଚକିଆ କାର୍‌ରେ ଡ୍ରାଇଭରଙ୍କ ସମେତ ଜଣେମାତ୍ର ଚାରିଚକିଆ ଗାଡିରେ ଯାଇପାରିବେ । ଆଜି ନୟାଗଡ଼ ବସ୍‌ଷ୍ଟାଣ୍ଡ ଠାରେ ପୋଲିସ୍ ପକ୍ଷରୁ ଏଭଳି ସଚେତନତା କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!