Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ପ୍ରସ୍ତାବିତ ବିକ୍ଷୋଭ ତଥା ଗଣଧାରଣା ସ୍ଥଗିତ

by ସଞ୍ଜୟ ସ୍ୱାଇଁ
May 10, 2025
in Nayagarh, State
ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ପ୍ରସ୍ତାବିତ ବିକ୍ଷୋଭ ତଥା ଗଣଧାରଣା ସ୍ଥଗିତ
123
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭାରତ-ପାକିସ୍ଥାନ ଯୁଦ୍ଧ ପରିପ୍ରେକ୍ଷୀରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ୧୧ ତାରିଖରେ ନୟାଗଡ଼ ଟାଉନ ରେଳ ଷ୍ଟେସନରେ ହେବାକୁ ଥିବା ବିକ୍ଷୋଭ ତଥା ଗଣଧାରଣାକୁ ସ୍ଥଗିତ ରଖା ଯାଇଛି।ପରିସ୍ଥିତି ସ୍ୱାଭାବିକ ହେଲେ ପୁନର୍ବାର ଆନ୍ଦୋଳନ କରାଯିବ ବୋଲି ନାଗରିକ ମଞ୍ଚ ପକ୍ଷରୁ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ ଯେ ନୟାଗଡ଼ରୁ ହାୱଡ଼ା ଏବଂ ବାଙ୍ଗାଲୋରକୁ ରେଳ ସଂଯୋଗ କରାଯିବା, ଦଶପଲ୍ଲାରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନ(ନଂ ୧୮୪୨୩/୧୮୪୨୪)କୁ କଟକ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା, ଦଶପଲ୍ଲାରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନ(ନଂ ୬୮୪୪୯/୫୦)କୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା,ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକର ବଗି ସଂଖ୍ୟା ବୃଦ୍ଧି କରିବା, ରେଳ ଷ୍ଟେସନରେ ଆଉ ଏକ ଟିକେଟ କାଉଣ୍ଟର ଖୋଲିବା କିମ୍ବା ନୂତନ କରି ସ୍ଥାପିତ ହୋଇଥିବା ଟିକେଟ ଭେଣ୍ଡିଂ ମେସିନରେ କର୍ମଚାରୀ ନିଯୁକ୍ତି କରିବା ଆଦି ବିଭିନ୍ନ ଦାବି ନେଇ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆନ୍ଦୋଳନ ପାଇଁ ଚେତାବନୀ ଦିଆ ଯାଇଥିଲା।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!