Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକାର ପାଇଁ ଜଙ୍ଗଲରେ ନିଆଁ; ୩ ଶିକାରୀ ଗିରଫ୍

by ସଞ୍ଜୟ ସ୍ୱାଇଁ
March 5, 2021
in Crime, State
ଶିକାର ପାଇଁ ଜଙ୍ଗଲରେ ନିଆଁ; ୩ ଶିକାରୀ ଗିରଫ୍
114
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପଶୁ ପକ୍ଷୀ ଶିକାର ଆଇନକୁ ରଜ୍ୟ ସରକାର କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଶିକାରୀମାନେ ଏହାକୁ ଅମାନ୍ୟ କରି ଜଙ୍ଗଲରେ ନିଅାଁ ଲଗାଇ ଦେଉଥିବା ଭଳି ସାଂଘାତିକ ଅଭିଯୋଗ ହୋଇଛି । ଯାହାଫଳରେ ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ୩ଜଣଙ୍କୁ ଗିରଫ କରିଛି ବନ ବିଭାଗ । ତେବେ ସେମାନଙ୍କ ଠାରୁ ୩ଟି ଧନୁ ତୀର ଜବତ କରାଯାଇଛି । ସୂଚନାନୁସାରେ, ତେଲକୋଇ ବନ ବିଭାଗ ଅଧିନରେ ଥିବା ବିମଳା ସଂରକ୍ଷିତ ଜଙ୍ଗଲରେ ଯୁଗଳ ଜୁଆଙ୍ଗ, ରଂଜନ ଜୁଆଙ୍ଗ ଓ ଗୋବର୍ଦ୍ଧନ ଜୁଆଙ୍ଗ ଶୀକାର କରିବା ପାଇଁ ଜଙ୍ଗଲରେ ନିଆଁ ଲଗାଇଥିଲେ । ତେବେ ଏହାକୁ ବିମଳା ଫରେଷ୍ଟର ଜଣେ କର୍ମଚାରୀ ଅଟକାଇବାରୁ ସେମାନେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣ କରି ଫେରୁଥିବା ବେଳେ ବନ ବିଭାଗ ହାବୁଡରେ ପଡିଥିଲେ । ତେବେ ସେମାନଙ୍କୁ ବନ ବିଭାଗ କାବୁ କରି ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!