Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦେଶକୁ ଉଡ଼ିବନି ବିମାନ

by ସଞ୍ଜୟ ସ୍ୱାଇଁ
February 27, 2021
in Feature News
ବିଦେଶକୁ ଉଡ଼ିବନି ବିମାନ
223
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମହାମାରୀ କରୋନା କୋଭିଡ୍-୧୯ ଭାଇରସ୍ ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ବୃଦ୍ଧି କରାଯାଇଛି । ମାର୍ଚ୍ଚ ୩୧ପର୍ଯ୍ୟନ୍ତ ବିଦେଶକୁ ଉଡ଼ିବନି ବିମାନ । ଏ ସଂପର୍କରେ ଆଜି ଡିଜିସିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣାକୁ ବୃଦ୍ଧି କରାଯାଇଛି । ଆସନ୍ତା ମାର୍ଚ୍ଚ ୩୧ ତାରିଖ ରାତି ୧୧ଟା ୫୯ମିନିଟ୍ ପର୍ଯ୍ୟନ୍ତ ଏହି କଟକଣା ଜାରି ରହିବ । ଏହି କଟକଣା ଅନ୍ତର୍ଜାତୀୟ ମାଲ ପରିବହନ ବିମାନ ଉପରେ ଲାଗୁ ହେବା ନାହିଁ ବୋଲି ଡିଜିସିଏ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ଉଲ୍ଲେଖ ହୋଇଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!