Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନିକିଆରେ ସଚିନଙ୍କ ସମକକ୍ଷ ହେଲେ କୋହଲି

by ସଞ୍ଜୟ ସ୍ୱାଇଁ
November 5, 2023
in NATIONAL NEWS, Sports
ଦିନିକିଆରେ ସଚିନଙ୍କ ସମକକ୍ଷ ହେଲେ କୋହଲି
30
VIEWS
Share on FacebookShare on Twitter

କୋଲକତା, (ବାଘୁଆବାର୍ତ୍ତା): ଚଳିତ ବିଶ୍ୱକପରେ ଦକ୍ଷିଣଆଫ୍ରିକା ଓ ଭାରତ ମଧ୍ୟରେ ଚାଲିଥିବା ମ୍ୟାଚରେ ଭାରତର ପୂର୍ବତନ କ୍ୟାପଟେନ ବିରାଟ କୋହଲି ଆଜି ଦିନିକିଆରେ ଶତକ ପୁରଣ କରି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇପାରିଛନ୍ତି । ଆଜି ବିରାଟ କୋହଲିଙ୍କ ଜନ୍ମ ଦିନରେ କୋଲକତାରେ ହେଉଥିବା ମ୍ୟାଚରେ ଦକ୍ଷିଣ ଆଫ୍ରିକା ଓ ଭାରତ ମୁହାଁମୁହିଁ ହୋଇଥିଲେ । ତେବେ କୋହଲିଙ୍କ ଜନ୍ମ ଦିନରେ କୋହଲି ୧୧୯ ବଲରେ ୧୦୦ ରନ କରି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଦିନିକିଆରେ ୪୯ ତମ ଶତକ ସହ ସମକକ୍ଷ ହୋଇଛନ୍ତି । ଏହାକୁ ନେଇ ବିଭିନ୍ନ ମହଲରେ ଶୁଭେତ୍ସାର ସୁଅ ଛୁଟିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!