Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନଅ ଶହ କୋଟିର ଛଅ ଶହ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 10, 2023
in Sports, State
ନଅ ଶହ କୋଟିର ଛଅ ଶହ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
64
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ନବନିର୍ମିତ ବିର୍ସାମୁଣ୍ଡା ଆଥଲେଟିକ ଷ୍ଟାଡିୟମର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ଷ୍ଟାଡିୟମ । ସେଠାରେ ୧୦ ହଜାରରୁ ଅଧିକ ଦର୍ଶକ କ୍ଷମତା ବିଶିଷ୍ଟ ଫୁଟବଲ ଷ୍ଟାଡିୟମ, ଆଥଲେଟିକ ଟ୍ରାକ ଓ ସୁଇମିଂ ପୁଲ କମ୍ପ୍ଲେକ୍ସ ଓ ୧୮୦ଟି କାର ପାର୍କିଂ ବିଶିଷ୍ଟ ମଲଟି ଲେବୁଲ କାର ପାର୍କିଂର ଲୋକାର୍ପଣ କରିଛନ୍ତି । ଏହାସହ ଜିଲ୍ଲାର ବିକାଶ ପାଇଁ ୯୦୦କୋଟି ଟଙ୍କାର ୬୦୦ରୁ ଅଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!