Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶୋଧନ ହେଉଛି କୋର୍ଟ, ବ୍ୟାଙ୍କ, ଜନଗହଳି ସ୍ଥାନ

by ସଞ୍ଜୟ ସ୍ୱାଇଁ
June 19, 2020
in Health, Society
cleaning
53
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): କରୋନାରୁ ମୁକ୍ତି ପାଇବା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ତତ୍ତ୍ୱାବଧାନରେ ସହରର ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନ, ପ୍ରତ୍ୟେକ ୱାର୍ଡ ଓ ମୁଖ୍ୟ ଦପ୍ତରଗୁଡିକ ବିଶୋଧନ କରାଯାଉଛି । ନୟାଗଡ଼ ସହରର ମୁଖ୍ୟ ରାସ୍ତା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବିଭିନ୍ନ ସପିଂମଲ୍‌ମାନଙ୍କରେ ବିଶୋଧନ କାର୍ଯ୍ୟ ସରିଥିବାବେଳେ ବିଭିନ୍ନ ବ୍ୟାଙ୍କ, କୋର୍ଟ ଓ ବିଭିନ୍ନ କାର୍ଯ୍ୟାଳୟର ବିଶୋଧନ କାର୍ଯ୍ୟ ଚାଲୁରହିଛି ।
cleaning cleaning
ସୂଚନାନୁସାରେ ନୟାଗଡ଼ ଅଗ୍ନିଶମ ବିଭାଗ ଦ୍ୱାରା ନୟାଗଡ଼ ସହରରେ ଥିବା ଷ୍ଟେଟବ୍ୟାଙ୍କ ଅଫ୍ ଇଣ୍ଡିଆ, ଆଇଡିବିଆଇ, ୟୁନିୟନ୍ ବ୍ୟାଙ୍କ, ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆ, ଏଚ୍‌ଡିଏଫ୍‌ସି ଓ ଆକ୍‌ସିସ୍ ବ୍ୟାଙ୍କ ଗୁଡିକ ବିଶୋଧନ କରାଯାଇଥିବା ବେଳେ ଜିଲ୍ଲା ଜଜ୍‌କେର୍ଟ, ପୋଷ୍ଟଅଫିସ୍‌, ବନବିଭାଗ ଅଫିସ୍‌, ଜିଲ୍ଲା ଜଜ୍‌ଙ୍କ ବାସଗୃହ, ପରିବା ମାର୍କେଟ୍‌, ମାଛ ମାର୍କେଟ୍ ଓ ଶ୍ରମ ବିଭାଗର କାର୍ଯ୍ୟାଳୟଗୁଡିକ ବିଶୋଧନ କରାଯାଇଛି । ଅଗ୍ନିଶମ ବିଭାଗର କର୍ମଚାରୀମାନେ ଏହି ବିଶୋଧନ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଦିନରାତି ଏକ କରିଦେଇଛନ୍ତି । ସହରର ବିଭିନ୍ନ ଗଳିକନ୍ଦି ଓ ଜନଗହଳିପୂର୍ଣ୍ଣ ସ୍ଥାନଗୁଡିକର ବିଶୋଧନ ପ୍ରକ୍ରିୟା ଚାଲୁ ରହିଛି ।




Tags: clean odishasafei

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!