Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ମଧୁମେହ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
December 6, 2019
in Nayagarh, State
ବିଶ୍ୱ ମଧୁମେହ ଦିବସ ପାଳିତ
61
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଅଧିକାରୀ ଡା. ଶ୍ୱେତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡା. ସୁରେଶ ଚନ୍ଦ୍ର ମିଶ୍ର, ଡା. ନୀଳମାଧବ ମିଶ୍ର ଯୋଗ ଦେଇଥିଲେ । ମଧୁମେହ ଯୋଗୁଁ ପ୍ରଭାବିତ ହେଉଥିବା ଶରୀରର ପ୍ରମୂଖ ଅଂଙ୍ଗ ହୃତପିଣ୍ଡ, ବୃକ୍କକ, ସ୍ନାୟୁ, ଆଖି, ମୁଖ ଗହ୍ୱର କିପରି ଶରୀରକୁ କ୍ଷତି କରୁଛି ଏହା ଉପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଆଲୋଚନା କରିବା ସହ ଏହି ରୋଗରୁ ରକ୍ଷା ପାଇବା ପାଇଁ ବାୟାମ ଓ ଯୋଗର ଆବାଶ୍ୟକତା ଉପରେ ସଚେତନତା ସୃଷ୍ଟି କରିଥିଲେ । ଓଜନ କମାଇବା, ରକ୍ତରେ ସର୍କ୍କରାର ସ୍ତର କମାଇବା, ସନ୍ତୁଳିତ ଆହାର ଖାଇବା, ସବୁଜ ପନିପରିବା, ଡାଲି, ଫଳ ଖାଇବା ଉପରେ ଏବଂ ଧୂମପାନ, ମଦ୍ୟପାନଠାରୁ ଦୂରେଇ ରହିବା ପାଇଁ ଡା. ସୁରେଶ ଚନ୍ଦ୍ର ମିଶ୍ର ଆଲୋଚନା କରିଥିଲେ । ଏହି ଅବସରରେ ସାମ୍ବାଦିକ ରାମକୃଷ୍ଣ ରଥ ତାଙ୍କର ଦାମ୍ଭିକ ବକ୍ତ୍ୟବ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ବହୁ ବୁଦ୍ଦିଜୀବୀ, ଛାତ୍ରଛାତ୍ରୀ, ବରିଷ୍ଠ ନାଗିରକ ପ୍ରମଖ ଯୋଗ ଦେଇଥିବା ବେଳେ ଜନସ୍ୱାସ୍ଥ୍ୟ ସଂଚାରଣ ଅଧିକାରୀ ପ୍ରସନ୍ନ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!