Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାଜପୁର ବିଜେପିକୁ ଝଟକା, ଦଳ ଛାଡ଼ିଲେ ବିଶ୍ୱରଞ୍ଜନ

by ସଞ୍ଜୟ ସ୍ୱାଇଁ
October 20, 2021
in Politics, State
ଯାଜପୁର ବିଜେପିକୁ ଝଟକା, ଦଳ ଛାଡ଼ିଲେ ବିଶ୍ୱରଞ୍ଜନ
156
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ରାଜ୍ୟ ବିଜେପିକୁ ବଡ ଝଟକା । ବିଜେପି ଛାଡିଲେ ଯାଜପୁର ବରୀ ବିଧାୟକ ପ୍ରାର୍ଥୀ ବିଶ୍ୱ ରଞ୍ଜନ ମଲ୍ଲିକ । ଦଳ ଭିତରେ ଥିବା କନ୍ଦଳ , ରାଜ୍ୟ ଓ ଜିଲ୍ଲା ନେତ୍ୱତ୍ୱରେ ଥିବା ଭେଦଭାବ ଓ କାମ କରିବା ନେଇ ତାଙ୍କୁ ସୁଯୋଗ ମିଳୁନଥିବାରୁ ସେ ବିଜେପି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବିଶ୍ୱ ରଞ୍ଜନଙ୍କ ସହତି ବରୀ ବ୍ଲକ ଅଧ୍ୟକ୍ଷା ସୁବାସିନୀ ଶର୍ମା ,ଉପାଧ୍ୟକ୍ଷ ରମେଶ ଭଞ୍ଜ ଏବଂ ୨୪ ନମ୍ବର ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜିତା ସାମଲ ପ୍ରମୁଖ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମସ୍ତେ ଦଳର ସଭାପତିଙ୍କୁ ଏହି ଇସ୍ତଫା ପତ୍ର ଦେଇଛନ୍ତି। ତେବେ ବିଶ୍ୱ ରଞ୍ଜନ କେଉଁ ଦଳରେ ଯୋଗଦେବେ ସେନେଇ କିଛି ପ୍ରତିକ୍ରିୟା ରଖିନାହାନ୍ତି। ଆସନ୍ତା କାଲି ପ୍ରତି ପଞ୍ଚାୟତ ଯାଇ କର୍ମୀଙ୍କ ସହ ଆଲୋଚନା କରିବା ପରେ ଯାହା ନିଷ୍ପତି ନେବେ ଜଣାଇବେ ବୋଲି କହିଛନ୍ତି।ସେପଟେ ଆସନ୍ତା ୨୭ ତାରିଖରେ ବିଶ୍ୱ ରଞ୍ଜନ ମଲ୍ଲିକ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ବିଶ୍ୱ ଗତ ସାଧାରଣ ନିର୍ବାଚନରେ ବିଜେଡି ପ୍ରାର୍ଥୀ ସୁନନ୍ଦା ଦାସ ଙ୍କ ଠାରୁ ପରାଜିତ ହୋଇଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!