Saturday, September 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୟୁରଭଞ୍ଜ ଏମପି ବିଶେଶ୍ୱର ଟୁଡୁ ଅସୁସ୍ଥ

by ସଞ୍ଜୟ ସ୍ୱାଇଁ
April 21, 2021
in State
ମୟୁରଭଞ୍ଜ ଏମପି ବିଶେଶ୍ୱର ଟୁଡୁ ଅସୁସ୍ଥ
313
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୟୁରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁ ଅସୁସ୍ଥ ହୋଇଛନ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ନହେବାରୁ କଟକ ଏସସିବି ସ୍ଥାନାନ୍ତର କରାଯାଇଛି । ଗତକାଲି ରାତିରେ ସାଂସଦଙ୍କ ଛାତି ଯନ୍ତ୍ରଣା ହୋଇଥିଲା । ପରିବାର ଲୋକେ ତାଙ୍କୁ ବାରିପଦା ପିଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା । ସେଥିରେ ନେଗେଟିଭ ଆସିଛି । ଆଜି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ନଘଟିବାରୁ ଏସ୍ସିବି ସ୍ଥାନାନ୍ତରିତ କରାଯାଇଛି । ସୂଚନାରୁ ପ୍ରକାଶ, ମୟୁରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁ ପଶ୍ଚିମବଙ୍ଗରେ ଚାଲିଥିବା ନିର୍ବାଚନରେ ନିୟୋଜିତ ହୋଇଥିଲେ । ସେ ନିୟମିତ ପଶ୍ଚିମବଙ୍ଗରେ କ୍ୟାମ୍ପନିଂ କରୁଥିଲେ । ଦୁଇ ଦିନ ତଳେ ସେ ପଶ୍ଚିମବଙ୍ଗରୁ ଘରକୁ ଫେରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!