Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମବାୟ ନିର୍ବାଚନ ନେଇ ବିଜେଡ଼ିର ୭ ଜଣିଆ କମିଟି ଗଠନ

by ସଞ୍ଜୟ ସ୍ୱାଇଁ
May 16, 2022
in State
ସମବାୟ ନିର୍ବାଚନ ନେଇ ବିଜେଡ଼ିର ୭ ଜଣିଆ କମିଟି ଗଠନ
221
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସମବାୟ ନିର୍ବାଚନ ନେଇ ବିଜେଡ଼ିର ଜୋରଦାର ପ୍ରସ୍ତୁତି । ଦଳର ବରିଷ୍ଠ ନେତୃତ୍ୱଙ୍କ ସହିତ ଭିଡିଓ କନଫରସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ସମବାୟ ନିର୍ବାଚନ ପରିଚାଳନା କରିବା ନେଇ ଏକ ୭ ଜଣିଆ କମିଟି ଗଠନ କଲା ବିଜେଡି । ତେବେ ଏହି କମିଟିର ଅଧ୍ୟକ୍ଷ ପ୍ରତାପ ଦେବ ରହିଥିବା ବେଳେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପୁଷ୍ପେନ୍ଦ୍ର ସିଂ ଦେଓ,ସ୍ନେହାଙ୍ଗିନ ଛୁରୀଆ, ବିକ୍ରମ ପଣ୍ଡା, ରବୀନ୍ଦ୍ର ଜେନା ରହିଛନ୍ତି । ଜିଲ୍ଲା ଓ ଯୋନ ସ୍ତରରେ କମିଟି ଗଠନ କରିବାକୁ ବୈଠକରେ ହୋଇଛି ବ୍ଲୁ ପ୍ରିଣ୍ଟ । ଚାଷୀ ଓ ପ୍ୟାକ୍ସ ର କର୍ମକର୍ତାଙ୍କୁ ଏହି କମିଟିରେ ଯୋଡ଼ାଯିବ । ସବୁ ସମବାୟ ଅକ୍ତିଆର କରିବା ପାଇଁ ବୈଠକରେ ହୋଇଛି ମାନସ ମନ୍ଥନ । ଆସନ୍ତା ୧୯ ଓ ୨୬ରେ ଦୁଇଟି ପର୍ୟ୍ୟାୟରେ ହେବ ସମବାୟ ନିର୍ବାଚନ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!