Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି ଉପନିର୍ବାଚନ:ବିଜେଡ଼ି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ

by ସଞ୍ଜୟ ସ୍ୱାଇଁ
March 30, 2021
in Politics, State
ପିପିଲି ଉପନିର୍ବାଚନ:ବିଜେଡ଼ି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ
104
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ଆଜି ଥିଲା ପିପିଲି ଉପନର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ତାରିଖ ଥିବା ବେଳେ ଉଭୟ ବିଜେଡ଼ି ଓ କଂଗ୍ରେସ ସମର୍ଥୀତ ପ୍ରାର୍ଥୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଜେଡ଼ିରୁ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ପିପିଲି ଜନ୍ମମାଟିରୁ ନିଜର ସମର୍ଥକଙ୍କ ଗହଣରେ ଏକ ଶୋଭାଯାତ୍ରାରେ ଯାଇ ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ ପାଖରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନିର୍ବାଚନରେ ବାପାଙ୍କ ଅଧୁରା ଥିବା ସ୍ୱପ୍ନ ପିପିଲି-ଡେଲାଙ୍ଗ ବାସୀଙ୍କ ପାଇଁ ପୁରଣ କରିବି ଏହା ମୋର ପ୍ରଥମ ଲକ୍ଷ । ପିପିଲି-ଡେଲାଙ୍ଗ ଜନସାଧାରଣଙ୍କ ଅକୁଣ୍ଠ ଭଲ ପାଇବା ମୋ ଉପରେ ଅଛି । ମାଆଙ୍କ ଆର୍ଶୀବାଦ ମୋ ମଥାରେ ଅଛି ବୋଲି ବିଜେଡ଼ି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ କହିଛନ୍ତି । ସେହିଭଳି କଂଗ୍ରେସର ପ୍ରାର୍ଥୀ ଅଜିତ୍ ମଙ୍ଗରାଜ ମଧ୍ୟ ଆଜି ଶେଷ ଦିନରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କଂଗ୍ରେସ ସମର୍ଥକ ମାନଙ୍କୁ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହା ପୂର୍ବରୁ ଅଜିତ ୨୦୧୯ ନିର୍ବାଚନରେ କଂଗ୍ରେସ ଦଳ ପକ୍ଷରୁ ଲଢିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!