Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଘଟଣା, ପୀଡ଼ିତାଙ୍କ ପରିବାରକୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍

by ସଞ୍ଜୟ ସ୍ୱାଇଁ
February 25, 2025
in Crime, State
ମହିଳାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ଘଟଣା, ପୀଡ଼ିତାଙ୍କ ପରିବାରକୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍
27
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଅନୁଗୁଳ ପାଲଲହଡ଼ା ଥାନା ନନ୍ଦିନୀପାଲିରେ ମହିଳାଙ୍କୁ ଗଣଦୁଷ୍କର୍ମ ପରେ ହତ୍ଯା ଘଟଣା। ପୀଡ଼ିତାଙ୍କ ପରିବାରକୁ ଭେଟିଲା ବିଜେଡି ଫ୍ଯାକ୍ଟ ଫାଇଣ୍ଡିଂ ଟିମ। ପରିବାର ଲୋକଙ୍କୁ ଭେଟି ଆଲୋଚନା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବିଜେଡି ଫ୍ଯାକ୍ଟ ଫାଇଣ୍ଡିଂ ଟିମ। ପୂର୍ବତନ ବିଧାୟକ ମୁକେଶ କୁମାର ପାଲଙ୍କ ନେତୃତ୍ୱରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗାଁକୁ ଯାଇ ମୃତକଙ୍କ ପରିବାର ସହ ଭେଟିଥିଲେ। ଘଟଣା ସମ୍ପର୍କରେ ଆଲୋଚନା କରିବା ସହ ପ୍ରତିନିଧି ଦଳ ପାଲଲହଡା ଥାନାକୁ ଆସି ଘଟଣାର ନିରପେକ୍ଷ ତଦନ୍ତ ଦାରି କରିଛନ୍ତି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅନ୍ୟ ଦୋଷୀମାନଙ୍କୁ ଶୀଘ୍ର ଗିରଫ କରିବା ପାଇଁ ପାଲଲହଡା ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେI ବିଜେଡି ଫ୍ଯାକ୍ଟ ଫାଇଣ୍ଡିଂ ଟିମରେ ପାଲଲହଡା ବ୍ଲକ ଅଧକ୍ଷା ରୀନାରାଣୀ ନାୟକ, ବ୍ଲକ ସଭାପତି ଗଙ୍ଗାଧର ଜିତ, ନବକିଶୋର ନାୟକ,ଜିଲ୍ଲା ସମ୍ପାଦକ ନରେନ୍ଦ୍ର ଭୁକ୍ତା ପ୍ରମୁଖ ସାମିଲ ଥିଲେ। ଗତ ୨୦ ତାରିଖରେ ପାଲଲହଡା ଥାନା ନନ୍ଦିନୀପାଲି ଗ୍ରାମରେ ଘଟିଥିଲା ଏ ଲୋମହର୍ଷକ ଘଟଣା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!