Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାନଦୀ ଜଳ ବିବାଦ, ଛତିଶଗଡ଼ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନାକୁ ବିଜେଡିର କଟାକ୍ଷ

by ସଞ୍ଜୟ ସ୍ୱାଇଁ
March 23, 2025
in State
ମହାନଦୀ ଜଳ ବିବାଦ, ଛତିଶଗଡ଼ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନାକୁ ବିଜେଡିର କଟାକ୍ଷ
59
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମହାନଦୀକୁ ନେଇ ଛତିଶଗଡ଼ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନାକୁ ନେଇ ବିଜେଡିର କଟାକ୍ଷ। ଆମେ ସମସ୍ତେ ମହାନଦୀ ବିବାଦର ସମାଧାନ ଚାହୁଁଛୁ ବୋଲି କହିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ।ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ଅନେକ ଥର ଏ ନେଇ ଉଦ୍ୟମ ହୋଇଛି। ବାରମ୍ବାର କେନ୍ଦ୍ର ଓ ଛତିଶଗଡ଼ ସହ ଆଲୋଚନା ହୋଇଛି।ଏକାଧିକ ଥର ତ୍ରିପାଖିକ ଆଲୋଚନା ହୋଇଛି। ହେଲେ ଛତିଶଗଡ଼ର ଜିଦଖୋର ମନୋଭାବ ପାଇଁ ସମାଧାନ ହୋଇପାରିନି। ଯଦି ଉଭୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ତାହା ସ୍ୱାଗତଯୋଗ୍ୟ। ହେଲେ କେବଳ ଚା କପ ଉପରେ ଆଲୋଚନା ନ କରି ଯଦି ସମାଧାନର ଇଚ୍ଛା ଅଛି ଛତିଶଗଡ଼ ନିର୍ମାଣ କରୁଥିବା ବ୍ୟାରେଜ କାମ ବନ୍ଦ କରୁ ବୋଲି କହିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ଅନେକ ବ୍ୟାରେଜ କାମ ଶେଷ ହୋଇସାରିଲାଣି। ଟ୍ରିପଲ ଇଞ୍ଜିନ ସରକାର କାମ ବନ୍ଦ କରି ସମାଧାନର ରାସ୍ତା ବାହାର କରନ୍ତୁ।କେବଳ ଟେବୁଲରେ ଆଲୋଚନା କରି କାମ ଚାଲୁ ରହିଲେ କୌଣସି ଲାଭ ନାହିଁ। ଯଦି ଉଭୟ ସରକାର ଫଳପ୍ରଦ ଆଲୋଚନା ସହ ଆପୋଷ ସାମଧନ ଚାହୁଁଛନ୍ତି ତାହାଲେ କାମ ପ୍ରଥମେ ବନ୍ଦ କରି ଆଲୋଚନା କରନ୍ତୁ।ଏମିତି କି ମାମଲା ଟ୍ରିବ୍ୟୁନାଲରେ ଅଛି। ତେଣୁ ଉଭୟ ସରକାର ଆପୋଷ ସମାଧାନ କରିପାରିବେ କି ନାହିଁ ଦେଖନ୍ତୁ। ନୂଆ ସରକାର ସବୁବେଳେ ପୂର୍ବ ସରକାର ଉପରେ ଦୋଷ ଦେଉଛନ୍ତି। ଏବେ ବିଜେପି ସରକାର ଅଛନ୍ତି। ତେଣୁ ତୁରନ୍ତ ସମାଧାନର ରାସ୍ତା ବାହାର କରିବାକୁ ରାଜ୍ୟ ସରକାରଙ୍କୁ ଆହ୍ବନ ଦେଇଛି ବିଜେଡି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!