Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶଙ୍ଖ ଭବନରେ ବିଜେଡ଼ିର ବଡ଼ ବୈଠକ

by ସଞ୍ଜୟ ସ୍ୱାଇଁ
June 3, 2025
in State
ଶଙ୍ଖ ଭବନରେ ବିଜେଡ଼ିର ବଡ଼ ବୈଠକ
34
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ । ଏହି ବୈଠକରେ ବିଜେଡ଼ି ବହୁ ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ ହେଉଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆଉ ଦିନ କେଇଟା ପରେ ରାଜ୍ୟରେ ବିଜେପି ସରକାରକୁ ଏକ ବର୍ଷ ପୁରିବ । ଯାହାକୁ ଦୃଷ୍ଟିରେ ଶଙ୍ଖ ଭବନରେ ବିଜୁ ଜନତା ଦଳ ପକ୍ଷରୁ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ସରକାରଙ୍କୁ କିପରି ଟାର୍ଗେଟ କରାଯିବ , ସେନେଇ ରଣନୀତି ପ୍ରସ୍ତୁତ କରାଯାଉଥିବାର ସୂଚନା ମିଳିଛି । ତେବେ ମଙ୍ଗଳବାର ଦିନ ଦଳୀୟ କାର୍ଯ୍ୟାଳୟରେ ବସିଥିବା ବୈଠକରେ ଦେବୀ ମିଶ୍ର, ପ୍ରଣବ ପ୍ରକାଶ ଦାସ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!