Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ୁଛି ବିଜେଡିରେ ଲୋକପ୍ରିୟତା, ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ

by ସଞ୍ଜୟ ସ୍ୱାଇଁ
February 21, 2024
in Politics, State
ବଢ଼ୁଛି ବିଜେଡିରେ ଲୋକପ୍ରିୟତା, ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ
133
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବଢ଼ୁଛି ବିଜେଡିରେ ଲୋକପ୍ରିୟତା । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶ କରୁଛି ଅନୁପ୍ରାଣିତ । ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ । ବିଜେଡିରେ ସାମିଲ ହେଲେ ବଲାଙ୍ଗୀର ଜିଲ୍ଲାର ବୈଶାଖୁ ଗଡ଼ତ୍ୟା, ତୁଷାରକାନ୍ତ ଗଡ଼ତ୍ୟା, ରୋଷନ କୁମାର ପ୍ରଧାନ, ସୁଶୀଲ କୁମାର ବାଗ, ଗଙ୍ଗାଧର ମାଝୀ ଏବଂ ଜନ୍ମଜେୟ ଶତପଥୀ । କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିବାବଳେଳେ ବଲାଙ୍ଗୀରରେ ଆହୁରି ଦଳ ଅଧିକ ସୁଦୃଢ଼ ହେବ । ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!