Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ମିଶିଲେ ରେଙ୍ଗାଲିର ପୂର୍ବତନ ବିଧାୟକ

by ସଞ୍ଜୟ ସ୍ୱାଇଁ
May 21, 2024
in Feature News
ବିଜେଡିରେ ମିଶିଲେ ରେଙ୍ଗାଲିର ପୂର୍ବତନ ବିଧାୟକ
83
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେଡିରେ ମିଶିଲେ ରେଙ୍ଗାଲିର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗରଡିଆ। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରେଙ୍ଗାଲିର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗରଡିଆ ଓ ଅନେକ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି। ସେମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରଣବ ଦାସଙ୍କ ପକ୍ଷରୁ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର। ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗରଡିଆ ଅନେକ ବିକାଶ କାମ କରିଛନ୍ତି। ତାଙ୍କର ବିଜେଡିରେ ଯୋଗଦାନ କେବଳ ରେଙ୍ଗାଲିରେ ବିଜେଡିକୁ ସଶକ୍ତ କରିବ ନାହିଁ, ରେଙ୍ଗାଲି ଓ ସମ୍ବଲପୁର ଲୋକସଭାରେ ବଡ଼ ବିଜୟ କରାଇବ। କାରଣ ବଡ଼ ବଡ଼ ନେତା ବିଜେଡିରେ ମିଶୁଛନ୍ତି। ଦଳ ଆହୁରି ସଶକ୍ତ ହେବ ବୋଲି ସାଂସଦ ସସ୍ମିତ ପାତ୍ର କହିଛନ୍ତି। ସେପଟେ ଦୁର୍ଯ୍ୟୋଧନ ଗରଡିଆ କହିଛନ୍ତି ଆଜି ମୁଁ ବିଜେଡିରେ ପ୍ରବେଶ କରିଛି. ମୋର ରାଜନୈତିକ ଅଭିଜ୍ଞତା ଅଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ପ୍ରତି ମୋର ଆସ୍ଥା ରହିଛି। ଅଂଚଳରେ କାମ କରି ପାରିବି। ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟକ୍ରମରେ ମୁଁ ଅନୁପ୍ରାଣିତ ହୋଇଛି। ଯାହା ଦାୟିତ୍ୱ ମିଳିବ, ତାହାକୁ ସଠିକ ଭାବେ ତୁଲାଇବି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!