Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ଯୋଗଦେଲେ ଆପ୍, କଂଗ୍ରେସ ଓ ବିଜେପି ନେତା

by ସଞ୍ଜୟ ସ୍ୱାଇଁ
February 29, 2024
in Politics, State
ବିଜେଡିରେ ଯୋଗଦେଲେ ଆପ୍, କଂଗ୍ରେସ ଓ ବିଜେପି ନେତା
80
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବିଜେଡିର ମିଶ୍ରଣ ପର୍ବ । ଗୁରୁବାର ବିଜେଡିରେ ମିଶିଲେ କଳାହାଣ୍ଡି ଜିଲ୍ଲାର ଆମ୍ ଆଦମୀ ପାର୍ଟି, କଂଗ୍ରେସ ଓ ବିଜେପି ନେତା । ସେମାନଙ୍କ ମଧ୍ୟରେ ଆମ ଆଦମୀ ପାର୍ଟି ଜିଲ୍ଲା ସଭାପତି ବିଗ୍ନରାଜ ପଣ୍ଡା, ବିଜେପିର ବୈଦ୍ୟନାଥ ଠାକୁର, ଗଣେଶ ବାହାଲ, ପ୍ରଦୀପ ନାୟକ, ରମାକାନ୍ତ ନାୟକ, ପ୍ରସନ୍ନ ସାହୁଙ୍କ ଭଳି ଅନେକ ନେତା ଓ ପଞ୍ଚାୟତ ପ୍ରତିନିଧି ବିଜେଡିରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଇଛନ୍ତି । ସମସ୍ତଙ୍କୁ ବିଜେଡିକୁ ସ୍ୱାଗତ କରାଯାଇଛି । ସେମାନଙ୍କ ମିଶିବା ଦ୍ୱାରା କଳାହାଣ୍ଡିରେ ବିଜେଡିର ସଂଗଠନ ଆହୁରି ମଜବୁତ ହୋଇଛି । ମୁଖ୍ୟମନ୍ତ୍ରୀ କଳାହାଣ୍ଡି ପାଇଁ ସ୍ୱତନ୍ତ୍ର ଦୃଷ୍ଟି ଦେଇଛନ୍ତି । ଏହାକୁ ଆହୁରି ତ୍ୱରାନ୍ୱିତ କରିବାରେ ସମସ୍ତଙ୍କ ଯୋଗଦାନ ସହାୟକ ହେବ । କଳାହାଣ୍ଡି ବିକାଶକୁ ଦୃଷ୍ଟିରେ ରଖି ବିଜେଡିରେ ଯୋଗ ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!